ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସମ୍ବଲପୁର ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ
ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ । ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ଦଳର ଟାଣୁଆ ନେତ୍ରୀ ରାସେଶ୍ବରୀ ପାଣିଗ୍ରାହୀ ଛାଡିଲେ ବିଜେଡି। ସେ ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି । ସଂଗଠନ ସଭାପତିଙ୍କ ଜରିଆରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ!-->…
