Odia News Portal
Browsing Tag

swadhikar

ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରିଛି । ତେବେ ଏହା ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ବିଜେଡିରେ ମିଶିଛନ୍ତି । ଭୁବନେଶ୍ୱରସ୍ଥ ଶଙ୍ଖଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବର୍ଷା…

କଂଗ୍ରେସରେ ମିଶିଲେ ସିପ୍ରା ମଲ୍ଲିକ

ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହାରି ଭିତରେ ଗୁରୁବାର ସିପ୍ରା ମଲ୍ଲିକ କଂଗ୍ରେସରେ ଯୋଗଦେଇଛନ୍ତି । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ସିପ୍ରା…

ସିଇଓଙ୍କ କାର୍ୟ୍ୟାଳୟରେ ବସିଲା ସର୍ବଦଳୀୟ ବୈଠକ

ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଡାକିଛନ୍ତି ସର୍ବଦଳୀୟ ବୈଠକ । ସମସ୍ତ ଜାତୀୟ ଓ ରାଜ୍ୟସ୍ତରୀୟ ସ୍ୱୀକୃତିପ୍ରାପ୍ତ…

ମେ ୧୩ରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ଭୋଟ

ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ୟ୍ୟାୟ ଭୋଟ ଗ୍ରହଣ। ଏହି ପର୍ୟ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ୟ୍ୟ…

 ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା

ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ୟ୍ୟନ୍ତ…

‘ଇଣ୍ଡିଆ’ ମେଣ୍ଟ କ୍ଷମତାକୁ ଆସିଲେ ସିଏଏ, ଏନ୍ଆରସି ଉଚ୍ଛେଦ ହେବ: ମମତା

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଅଭିଯୋଗ କରିଛନ୍ତି ଯେ ବିଜେପି ପୂରା ଦେଶକୁ ଏକ ‘ଡିଟେନସନ୍ କ୍ଯାମ୍ପ’ କରିସାରିଛି। ଯଦି ବିରୋଧୀ ମେଣ୍ଟ ‘ଇଣ୍ଡିଆ’ କ୍ଷମତାକୁ ଆସେ, ତେବେ ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆରସି) ଉଚ୍ଛେଦ କରାଯିବ…

ଓଡ଼ିଶା କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ଗଠିତ

ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନିର୍ବାଚନ ପରିଚାଳନା କମିଟି ଗଠନ କରିଛି। ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟିକୁ ଏଆଇସିସି ପକ୍ଷରୁ ଅନୁମୋଦନ କରାଯାଇଛି। ପ୍ରସାଦ ହରିଚନ୍ଦନ କମିଟିର ଅଧ୍ୟକ୍ଷ ରହିଛନ୍ତି। ଏଥିରେ ବରିଷ୍ଠ ନେତା ତଥା ପୂର୍ବତନ ପିସିସି ସଭାପତି…

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ: ୧୮ ଓ ୧୯ ତାରିଖ ପାଇଁ ସିଭିୟର ହିଟଓ୍ବେଭ ଆଲର୍ଟ ଜାରି

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୧୮ ଏବଂ ୧୯ ତାରିଖରେ ସିଭିୟର ହିଟଓ୍ବେଭ ପାଇଁ ସତର୍କତା ସୂଚନା ଜାରି କରିଛି ପାଣିପାଗ ବିଭାଗ । ଦୁଇ ଦିନ ପାଇଁ ମୟୂରଭଞ୍ଜ, ନୟାଗଡ଼, ଗଜପତି ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ…

୨ଟି ଆସନରେ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ…

ଆସିଲା ବିଜେଡି ବିଧାୟକ ପ୍ରାର୍ଥୀ ତାଲିକା

ଆସିଲା ବିଜେଡି ଆଉ ଏକ ପ୍ରାର୍ଥୀ ତାଲିକା । ଜାଣନ୍ତ କିଏ ହେଲେ କେଉଁଠି ପ୍ରାର୍ଥୀ କଣ୍ଟାବାଂଜି- ନବୀନ ପଟ୍ଟନାୟକ ରେଢାଖୋଲ- ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁର - ରୋହିତ ପୂଜାରୀ ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ ପଦ୍ମପୁର- ବର୍ଷା ସିଂ ବରିହା କୁଚିଣ୍ଡା- ରାଜେନ୍ଦ୍ର…