ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର
ଆଜି ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬ଟାରେ ବସିବ ବୈଠକ। ଆଜିର ବୈଠକରେ ରାଜ୍ୟ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ଚିଠା ପ୍ରସ୍ତାବ ଉପରେ ମୋହର ବାଜିବାକୁ ଯାଉଛି । ୭ଟି ଉର୍ଦ୍ଧ୍ବ ପ୍ରସ୍ତାବ ଆସିବାକୁ ରହିଛି । ସେଥିମଧ୍ୟରେ ନିର୍ମାଣ ବିଭାଗର ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ରହିଥିବାବେଳେ…
