ଡିଏ ଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ
ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ସାମୂହିକ ଭାବେ ଗାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଦଶମ ଶ୍ରେଣୀର ଛାତ୍ରୀ ଡି.ଏସ୍.…
