ମୁଣ୍ଢେର–ଡୁମେରଚୁଆଁ ସଂରକ୍ଷିତ ଜଙ୍ଗଲରେ ହାତୀ ଆକ୍ରମଣରେ ଜଣେ ଆହତ
ସମ୍ବଲପୁରଜିଲ୍ଲା ସଦର ରେଞ୍ଜ ଝାଙ୍କରପାଲି ସେକ୍ସନ ଅନ୍ତର୍ଗତ ମୁଣ୍ଢେର–ଡୁମେରଚୁଆଁ ସଂରକ୍ଷିତ ଜଙ୍ଗଲରେ ଆଜି ସକାଳ ପ୍ରାୟ ୭ଟା ସମୟରେ ହାତୀଆକ୍ରମଣରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ପରିଚୟ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ତଥ୍ୟ ମିଳିନାହିଁ।…
