Odia News Portal
Browsing Tag

swadhikar

ଛତିଶଗଡ଼ରେ ଲଗାଣ ବର୍ଷା, କୋଇଗୁରୁ ପୋଲ ଉପରେ ପାଣି

ଛତିଶଗଡ଼ରେ ଲଗାଣ ବର୍ଷା ଜାରି ରହିଥିବା ହେତୁ ମାଲକାନଗିରି ପ୍ରଭାବିତ ହୋଇଛି। ସାବେରୀ ଓ ସିଲେରୁ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ମୋଟୁ ସୀମାବର୍ତ୍ତୀ କୋଇଗୁରୁ ପୋଲ ଉପରେ ପାଣି ଚାଲୁଛି। ଖାଲି ସେତିକି ନୁହେ, ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ୩୨୬ ନଂ…

ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ

ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା…

ରାଜଭବନରେ ନୂଆଁଖାଇ: ରାଜ୍ୟବାସୀଙ୍କ ଶୁଭ ମନାସିଲେ ରାଜ୍ୟପାଳ

ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଯାଇଛି । ଗୁରୁବାର ଦିନ ପୂର୍ବାହ୍ନରେ ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ ମା’ ସମଲେଶ୍ଵରୀଙ୍କର…

ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭେଚ୍ଛା

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ…

ସୀମାନ୍ତରେ ୩୦ ନକ୍ସଲଙ୍କ ଆତ୍ମସମର୍ପଣ, ମୁଣ୍ଡରେ ଥିଲା ୮୧ ଲକ୍ଷ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ପୁଲିସକୁ ମିଳିଛି ବଡ଼ ସଫଳତା। ଅପରେସନ ମନସୁନ ଚାଲିଥିବା ବେଳେ ଏକା ଥରକେ ୩୦ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ନକ୍ସଲ ନାମରେ ୮୧ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଆତ୍ମସମର୍ପଣ କରିଥିବା ନକ୍ସଲ ମଧ୍ୟରେ…

ଲାଞ୍ଚଖୋର ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଗିରଫ

ଲାଞ୍ଚଖୋର ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଚଢ଼ାଉ ବେଳେ ସରିତା ବାରିକଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ…

ମିଳିଲା ନିଖୋଜ ୟୁଟ୍ୟୁବରଙ୍କ ପତ୍ତା, ପିକନିକ ସ୍ପଟରୁ ନିଖୋଜ ଥିଲେ ନରେନ୍ଦ୍ର ସାହୁ

ନିଖୋଜ ୟୁଟ୍ୟୁବରଙ୍କ ମିଳିଲା ପତ୍ତା। ଗଞ୍ଜାମ ପାତ୍ରପୁର ବ୍ଲକ ଜରଡ଼ା ଥାନା ବୁରାତାଳର ପିକନିକ ସ୍ପଟରୁ ନିଖୋଜ ହୋଇଥିବା ପୋଲସରା ଥାନା କଳମ୍ବ ଗ୍ରାମର ୟୁଟ୍ୟୁବର ନରେନ୍ଦ୍ର ସାହୁଙ୍କ ସନ୍ଧାନ ମିଳିଛି । ବୁରାତାଳ ପଂଚାୟତର ମାରମାରିଆ ଗାଁରେ ଆଦିବାସୀଙ୍କ ଗହଣରେ ସେ ସୁରକ୍ଷିତ ଅବସ୍ଥାରେ…

କଟକ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

କଟକ ରେଲୱେ ଷ୍ଟେସନରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି। ପ୍ଲାଟଫର୍ମ ନମ୍ବର ୧ରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପଡ଼ିଛି। ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି। ପ୍ରାୟ ୫୦୦ ମିଟରରରୁ ଅଧିକ ଲମ୍ବ ଛାତ ଭୁଶୁଡ଼ି ପଡ଼ିଛି।ତେବେ ରେଳବାଇ ପକ୍ଷରୁ କୁହାଯାଇଛି ଯେ, କାମ…

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ…

ଭୋଟ ଅଧିକାର ଯାତ୍ରାରେ ରାହୁଲଙ୍କ ସହ ଯୋଗଦେଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଆଜି ବିହାରରେ ପହଞ୍ଚିଛନ୍ତି । ଏହି ଉଭୟ ନେତା ରାହୁଲ ଗାନ୍ଧୀଙ୍କ ଭୋଟ ଅଧିକାର ଯାତ୍ରାରେ ଯୋଗ ଦେବାକୁ ଆସିଛନ୍ତି ଆଉ ଭାରତୀୟ ଜନତା ପାର୍ଟି ଏହାକୁ କଡା ଭାଷାରେ ଟାର୍ଗେଟ କରିଛି । ବିଜେପି…