ସତ ହେବ ଓଡ଼ିଶାବାସୀଙ୍କ ସ୍ୱପ୍ନ । ବହୁ ପ୍ରତିକ୍ଷୀତ ମେଟ୍ରୋ ପ୍ରକଳ୍ପର ଆଜି ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ସତ ହେବ ଓଡ଼ିଶାବାସୀଙ୍କ ସ୍ୱପ୍ନ । ରାଜ୍ୟ ସରକାରଙ୍କ ଡ୍ରିମ ମେଟ୍ରୋ ପ୍ରକଳ୍ପର ଆଜି ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ରତାଗଡ ଲେଙ୍କା ସାହିରେ ପଡିବ ଭିତିପ୍ରସ୍ତର । ମୁଖ୍ୟମନ୍ତ୍ରୀ ଆଜି ରୋଡ ସୋ' କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏଥିପାଇଁ ବିଜେଡି ପକ୍ଷରୁ!-->…
