Odia News Portal
Browsing Tag

swadhikar

ଡାଲଚିନି ନାଁରେ ମାର୍କେଟରେ ବିକ୍ରି ହେଉଛି କାସିଆ!; ଯାଞ୍ଚ ପାଇଁ ନିର୍ଦ୍ଦେଶ

ଡାଲଚିନି ନାଁରେ ମାର୍କେଟରେ ବିକ୍ରି କାସିଆ ହେଉଥିବା ଅଭିଯୋଗ ହୋଇଛି। ଅଧିକ ଲାଭ ଆଶାରେ ଦୋକାନୀମାନେ ଡାଲ ଚିନି ବଦଳରେ ଖାଉଟିଙ୍କୁ କାସିଆ ଦେଉଛନ୍ତି। କାରଣ କାସିଆ ହେଉଛି ଡାଲ ଚିନି ଅପେକ୍ଷା ବହୁତ ଶସ୍ତା। ଏହି ଅଭିଯୋଗ ପରେ ମାର୍କେଟର ଡାଲଚିନି ଯାଞ୍ଚ ପାଇଁ ସବୁ ରାଜ୍ୟକୁ ୠଝଝଇଓ…

ବୁଖାରୀ ସ୍ତ୍ରୀ ଚାକିରିରୁ ବିଦା

 କାଶ୍ମୀର ସନ୍ଦିଗ୍ଧ ସୟଦ ଈଶାନ ବୁଖାରୀର ସ୍ତ୍ରୀ ଚାକିରିରୁ ବିଦା । ଏକ ଘରୋଇ ସ୍କୁଲରେ ଶିକ୍ଷକ ଥିବା ଈଶାନ ପତ୍ନୀର ଚାକିରି ଗଲା । ଆତଙ୍କି ଲିଙ୍କ୍ ନେଇ ଖବର ପ୍ରସାରଣ ପର ବିଦା କଲେ ସ୍କୁଲ କର୍ତ୍ତୃପକ୍ଷ । ନେଉଳପୁର ସ୍ଥିତ ଏକ ଘରୋଇ ସ୍କୁଲରେ ଶିକ୍ଷକ ଥିଲେ ବୁଖାରୀର ପତ୍ନୀ ।

ରାଉରକେଲା: ଡାଇରିଆରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଡାଇରିଆରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ କିଷାନଟୋଲାର ବିଜୟ କିଷାନ। ବେଦବ୍ୟାସର ଜୟପ୍ରକାଶ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ଏହାଫଳରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ତେଣେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ମୃତକ ହେଲେ ସେକ୍ଟର ୨୧ ନୟାବଜ଼ାରର ସରୋଜିନୀ…

କୁକୁଡ଼ା ଖିଆକୁ କେନ୍ଦ୍ର କରି ଡବଲ ମର୍ଡର

ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେବଲାଙ୍ଗ ଥାନାର ଅମାରୂଢି ଗ୍ରାମରେ କୁକୁଡ଼ା ଖାଇବାକୁ କେନ୍ଦ୍ର କରି ଦୁଇ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା । ଶନିବାର ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ଗାଁ ନିକଟ ନାଳରେ ଦୁଇଟି ଶବକୁ ଅଭିଯୁକ୍ତ ଲୁଚାଇ ରଖିଥିଲା । ଅଭିଯୁକ୍ତ ହେଲେ ଅମାରୂଢି ଗ୍ରାମର…

ଅଧ କେଜି ବ୍ରାଉନସୁଗର ଜବତ, ୨ଗିରଫ

ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡରେ ସ୍ପେଶାଲ କ୍ରାଇମ୍ ୟୁନିଟ୍ । ନିଶା ବେପାରୀଙ୍କ ଉପରେ ଚଢାଉ କରିଛି କମିଶନରେଟ ପୋଲିସ । ଅଧ କେଜିରୁ ଉର୍ଦ୍ଧ ବ୍ରାଉନସୁଗର ଜବତ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍ । ଜବତ ୬୬୦ ଗ୍ରାମ ବ୍ରାଉନସୁଗାରର ମୂଲ୍ୟ ୬୦ ଲକ୍ଷରୁ ଉର୍ଦ୍ଧ ହୋଇଥିବା ସୂଚନା ରହିଛି ।…

ଶିମିଳିପାଳ ଅଭୟାରଣ୍ୟରେ ଦୁଇ ବାଘ ମଧ୍ୟରେ ଲଢେଇ

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଦୁଇ ମହାବଳ ବାଘ ମଧ୍ୟରେ ଲଢେଇ ହୋଇଛି । ବାଘ- ବାଘ ମଧ୍ୟରେ ଲଢେଇ ହୋଇଥିବା ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ। ଅଞ୍ଚଳ ଦଖଲ ନେଇ ଦୁଇ ମହାବଳଙ୍କ ମଧ୍ୟରେ ଲଢେଇ ହୋଇଥିବା ସେ ସୂଚନା ଦେଇଛନ୍ତି। …

ନାଟମଣ୍ଡପ ଷ୍ଟାଟସ୍ ରିପୋର୍ଟ ଦାଖଲ

ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ସଂପର୍କିତ ମାମଲା । ହଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲେ ଆମିକସ୍ କ୍ୟୁରି । ଆସନ୍ତା ୧୯ରୁ ୨୧ ମଧ୍ୟରେ ବୈଠକ ଡକାଯାଇଥିବା ସୂଚନା । ବୈଠକରେ ବିମ୍ ଡିଜାଇନ୍ ଓ ମରାମତି ପ୍ରଣାଳୀ ଆଲୋଚନା ହେବ । ନାଟମଣ୍ଡପ କାଠ ସିଲିଂ ଭାଙ୍ଗି ଦିଆଯାଉଥିବା ରିପୋର୍ଟରେ…

ଫୁଲବାଣୀ ସବୁଠୁ ଥଣ୍ଡା

ଥଣ୍ଡା ଥଣ୍ଡା ଆଉ ଖାଲି ଥଣ୍ଡା.. ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ସୁନ୍ଦରଗଡ଼ କିରେଇ ଓ କନ୍ଧମାଳ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀକୁ ଖସି ଆସିଛି। କେନ୍ଦୁଝର, ଟିଟିଲାଗଡ଼ରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି। ଆଗାମୀ ୪ରୁ ୫ ଦିନ ଯାଏଁ ମଧ୍ୟ ରାତି…

ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ପରଲୋକ

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ । ୮୩ ବର୍ଷ ବୟସରେ ଭୁବନେଶ୍ୱର ବାସଭବନରେ ପରଲୋକ । ରାଜ୍ୟ ମାନବାଧିକାର ଆୟୋଗର ପ୍ରଥମ ସଦସ୍ୟ ଥିଲେ । ଷ୍ଟାଫ୍ ସିରେକ୍ସନ ଓ କୃଷି କମିଶନ ଅଧ୍ୟକ୍ଷ ମଧ୍ୟ ଥିଲେ ସୁଧାଂଶୁ ।

କୃତ୍ରିମ ଅଙ୍ଗ ଯୋଗାଇବାରେ ଓଡ଼ିଶା-ମୋ ପରିବାର ଆଗରେ

ଚାଷୀଟିଏ ହେଉ କି ସେ ଛାତ୍ର ଟିଏ, ଗୃହିଣୀ ହେଉ ଅବା କୁଆଁରୀ ଝିଅଟିଏ, ସମସ୍ତ ଅସହାୟ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ସକ୍ଷମ କରିବାରେ କର୍ତ୍ତବ୍ୟରତ ଓଡ଼ିଶା-ମୋ ପରିବାର । ଦିନଦୁଃଖୀ ରୁ ଆରମ୍ଭ କରି ସମ୍ଭ୍ରାନ୍ତ ଶ୍ରେଣୀର ଭିନ୍ନକ୍ଷମ ବ୍ୟକ୍ତିବିଶେଷ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିହ୍ନଟ କରି,…