ଓଡିଶା ପରିବାର ସହଯୋଗରେ ଆନ୍ଧ୍ରରେ ଫସିଥିବା ୧୧ ଜଣ ଶ୍ରମିକ ସୁରକ୍ଷିତ ଉଦ୍ଧାର
ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ସେଠାରେ ନିର୍ଯ୍ୟାତିତ ହେଉଥିବା ସୁନ୍ଦରଗଡ ଜିଲ୍ଲାର ୮ ଜଣ ମହିଳାଙ୍କ ସମେତ ୧୧ ଜଣ ଶ୍ରମିକ ସୁରକ୍ଷିତ ଭାବେ ଓଡିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି । ଆନ୍ଧ୍ର ପ୍ରଦେଶରେ ଫସି ରହିଥିବା ନେଇ ଖବର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବଗତ ହେବା ପରେ!-->…
