ଆଜି କଳାହାଣ୍ଡି ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ; ଲକ୍ଷ୍ମୀ ବସ୍ର କରିବେ ଶୁଭାରମ୍ଭ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରୁଛନ୍ତି, ଯାହାକୁ ନେଇ ଉତ୍ସବମୁଖର ହୋଇଉଠିଛି କଳାହାଣ୍ଡି । ବୁଧବାର କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ!-->…
