ଟ୍ରେନ୍ ଦୁର୍ଘଟଣା : ତୁରନ୍ତ ସହାୟତା ପାଇଁ ଏସଆରସି ଓ ୨ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆନ୍ଧ୍ର ପ୍ରଦେଶର କଣ୍ଟାକାପାଲି ଏବଂ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଟ୍ରେନ ଦୁର୍ଘଟଣାରେ କିଛି ଯାତ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ପ୍ରତି ମଧ୍ୟ ତାଙ୍କର ସମବେଦନା ଜଣାଇବା ସହ ଶ୍ରୀ ପଟ୍ଟନାୟକ ଆହତ!-->…
