ଚିଲିକାରେ ଯାତ୍ରୀବାହୀ ଡଙ୍ଗାରୁ ଖସିପଡ଼ିଲେ ନାବିକ
ଚିଲିକା ହ୍ରଦରେ ପର୍ଯ୍ୟଟକମାନଙ୍କୁ ଡଲଫିନ୍ ଦେଖାଉଥିବା ବେଳେ ଯାତ୍ରୀବାହୀ ଡଙ୍ଗାର ଜଣେ ଚାଳକ ନିଖୋଜ ହୋଇଯାଇଛନ୍ତି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଧୀନ ସାତପଡ଼ା ଫାଣ୍ଡି ଅଧୀନ ଡ୍ରୋଜର କୁଦାଠାରେ ଆଜି ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନିଖୋଜ ନାବିକ ହେଲେ!-->…
