ସ୍ୱାମୀ ସାମ୍ନାରେ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ
ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ପ୍ରତିବାଦ କରିବାରୁ ସ୍ୱାମୀକୁ ମାଡ । ଏନେଇ ଥାନାରେ ମାମଲା ରୁଜୁ ହେଲା ପରେ ପୋଲିସର ତଦନ୍ତ ଆରମ୍ଭ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ଭୂବନ ଥାନା ବାରୁଆଁ ଗ୍ରାମ ନିକଟସ୍ଥ କେନାଲ ରାସ୍ତାରେ ।
!-->!-->!-->…
