ବଙ୍ଗୋପ ସାଗରରେ ବାତ୍ୟା ସମ୍ଭାବନା, କାଲିଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ନେଇ ଏସଆରସିଙ୍କ ସୂଚନା
ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି ।ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହି ଅବପାତ ବାତ୍ୟା ରୂପ ନେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। କାଲି ମଧ୍ୟରାତ୍ରରେ ଦୁର୍ବଳ!-->…
