ସ୍ଥଗିତ ହେଲା ବସ୍ ଧର୍ମଘଟ
ଆସନ୍ତା ୧୦ ତାରିଖରେ ଦିଆଯାଇଥିବା ରାଜ୍ୟବ୍ୟାପୀ ବସ୍ ଧର୍ମଘଟ ସ୍ଥଗିତ ରହିଛି। ବସ୍ ଧର୍ମଘଟ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଅକ୍ଟୋବର ୩୧ ଯାଏଁ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ!-->…
