ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ରାଜଧାନୀରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ଆଉ ପାଦେ ଆଗେଇଛି। ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ମେଟ୍ରୋ ରେଲ୍ ଡିପିଆରକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି!-->…
