ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ; ଜଳିଗଲା ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ
ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ ଜଳିଯାଇଛି। ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ।
ପାଟ୍ଟଖଣ୍ଡା ସାହିରେ ଥିବା ବିସ୍କୁଟ ଗୋଦାମରେ ଆଜି ଭୋର ସମୟରେ ନିଆଁ ଲାଗି ଯାଇଥିଲା।!-->!-->!-->…
