ହଂସୁଆରେ ଚାପ ଖେଳି ବିଦାୟ ନେଲେ ମାଆ, ବିଦାୟ ଦେଲେ ହଜାର ହଜାର ଶ୍ରଦ୍ଧାଳୁ
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଉତ୍ସାହ ଉଦ୍ଦୀପନାର ସହ ଶେଷ ହୋଇଛି। ରାଜନଗର ଦେବୀ ଘରେ ମାଆ ଦୁର୍ଗାଙ୍କର ଗତକାଲି ଜୟା, ବିଜୟା ଓ ଅପରାଜିତା ପୂଜା ସହିତ ବିସର୍ଜନ ପୂଜା ଅନୁଷ୍ଠିତ ହୋଇଥିଲା। ସମୂହ ପୁଷ୍ପାଞ୍ଜଳି ସହିତ ମାଆଙ୍କର ବିସର୍ଜନ ପୂଜା ସମାପନ…
