ବିଷପିଇ ମହିଳା ଏସଆଇ ଗୁରୁତର
ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନାରେ କାର୍ଯ୍ୟରତ ଜଣେ ମହିଳା ପୁଲିସ ଅଧିକାରୀ ପ୍ରେମରେ ବିଫଳ ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଥିବା ଆଲୋଚନା ହେଉଛି। ଗୁରୁତର ଅବସ୍ଥାରେ ମହିଳା ପୁଲିସ ଅଧିକାରୀ କାଜଲ ବାଗଙ୍କୁ ପୁଲିସ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ହସ୍ପିଟାଲର!-->…
