୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ: ଗଣଶିକ୍ଷା ସଚିବ
ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍। ସେ କହିଛନ୍ତି, ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ୨୦ ହଜାର ପଦବୀ ପାଇଁ!-->…
