Odia News Portal
Browsing Tag

swadhikar

ଡୋପ୍ ଟେଷ୍ଟରେ ଦୂତୀ ଚାନ୍ଦ ଫେଲ୍‌ ; ୪ ବର୍ଷ ପାଇଁ ବାସନ୍ଦ

ଆଥଲେଟ୍ ଦୁତି ଚାନ୍ଦ ୪ ବର୍ଷ ପାଇଁ ବାସନ୍ଦ। ଡୋପ୍ ଟେଷ୍ଟରେ ଫେଲ ମାରିବା ପରେ ଦୂତୀଙ୍କ ଉପରେ ଲାଗିଛି ୪ ବର୍ଷର ବ୍ୟାନ୍ । କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି। ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ…

ପିପିଲି ଚାନ୍ଦୁଆ ଶିଳ୍ପର ହେବ ବିକାଶ

ପିପିଲି ଚାନ୍ଦୁଆ ଶିଳ୍ପର ହେବ ବିକାଶ । ଏଥିପାଇଁ ସପ୍ତାହେ ଭିତରେ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାର ରୂପାନ୍ତରଣ ପାଇଁ ଗ୍ରାଉଣ୍ଡରେ ଅନୁଧ୍ୟାନ କରି ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ଫାଇଭ-ଟି ସଚିବ କହିଛନ୍ତି, ପିପିଲି…

ମଣିପୁର ହିଂସା ଘଟଣାରେ ପୁଣି ୩ ଜଣଙ୍କ ମୃତ୍ୟୁ

ମଣିପୁର ହିଂସା ଘଟଣାରେ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମଣିପୁରର ଉଖରୁଲ ଜିଲାରେ ଉଗ୍ରବାଦୀଙ୍କ ସହ ମୁହାଁମୁହିଁ ସମୟରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି। ଉଖରୁଲ ଜିଲାର ଥୋବାଇ କୁକୀ ଗାଁରେ ଗାଁର ସୁରକ୍ଷା ପାଇଁ ଜାଗ୍ରତ…

ବାରିପଦା ମେଡିକାଲରେ ଅଗ୍ନିକାଣ୍ଡ

ବାରିପଦ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ । ମେଡିକାଲର ତୃତୀୟ ମହଲା ପ୍ରସୂତୀ ବିଭାଗରେ ଲାଗିଛି ନିଆଁ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ,ରୋଗୀଙ୍କୁ ଉଦ୍ଧର ପାଇଁ ପ୍ରୟାସ ଜାରି । ପୁରା ଅଞ୍ଚଳ ଧୂଆଁମୟ , ନିଆଁ ଲିଭାଇବାକୁ ଦମକଳବାହିନୀ ନିୟୋଜିତ । ଆଇସିୟୁ ଓ ୱାର୍ଡରେ ଥିବା ରୋଗୀଙ୍କୁ…

ଶିବଶଙ୍କର ମିଶ୍ର ଓ ଆନନ୍ଦଚନ୍ଦ୍ର ବେ‌ହେରା ହେବେ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିବାକୁ ଯାଉଛି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ…

ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ

ଲଘୁଚାପ ପ୍ରଭାବରେ ସାରାରାଜ୍ୟରେ ବର୍ଷା ଲାଗିରହିଛି। ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଣେ ବଙ୍ଗୋପସାଗରରେ ଏହି ମାସ ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ୨୩ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢିବ…

ଆଜି ରାଜ୍ୟର ସମସ୍ତ ବ୍ଳକ ଘେରିବ କଂଗ୍ରେସ

ଆଜି କଂଗ୍ରେସ ୯ ଦଫା ଦାବିରେ ରାଜ୍ୟର ସମସ୍ତ ୩୧୪ ବ୍ଳକ ଘେରାଉ କରିବ ବୋଲି ଜଣାପଡ଼ିଛି। ସରକାର କିଛି ଆଖିଦୃଶିଆ କାର୍ଯ୍ୟ କରିନାହିଁ ବୋଲି ପ୍ରତିବାଦ କରି ଏହି ଘେରାଉ ହେବ। ରାଜ୍ୟରେ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରି,…

ଜେଇଇ ମେନ୍ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା; ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଜେଇଇ ମେନ ପରିଚାଳନା ବିଭ୍ରାଟ ମାମଲା । ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାର ସିବିଆଇକୁ ତଦନ୍ତ ଦାୟିତ୍ୱ । ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୪ ମାସ ଭିତରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ । ଖବର ଅନୁଯାୟୀ, ଓଡ଼ିଆ ଛାତ୍ର ଅଂଶୁମାନ କାନୁନଗୋଙ୍କ…

ଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ରାଜ୍ୟ ସରକାର ଛୋଟ ଧରଣର ଅଦଳବଦଳ କରିଛନ୍ତି । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ , ଜ୍ୟୋତିପ୍ରକାଶ ଦାସ  ହେଉଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି । ବୋର୍ଡ ସଭାପତି ଭବେ ଅତିରିକ୍ତ ଦାଇତ୍ୱ ତୁଲାଇବେ ଜ୍ୟୋତିପ୍ରକାଶ । ବୋର୍ଡ ସଭାପତି ରମାଶିଷ…

କେବଳ ବିଲକିସ୍ ବାନୋ ମାମଲାର ଦୋଷୀଙ୍କୁ କାହିଁକି ଛଡ଼ାଗଲା ? ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ବିଲକିସ୍ ବାନୋ ମାମଲାର ଦୋଷୀ ମାନଙ୍କୁ ଛାଡ଼ିବା ନେଇ ଗୁଜରାଟ ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । କେବଳ ବିଲକିସ୍ ବାନୋ ମାମଲାର ଦୋଷୀଙ୍କୁ ହିଁ କାହିଁକି କ୍ଷମା ପ୍ରଦାନ କରାଗଲା ? ଅନ୍ୟ କଏଦୀମାନଙ୍କ ଦଣ୍ଡ କାହିଁକି କୋହଳ କରାଗଲାନି ବୋଲି ସୁପ୍ରିମକୋର୍ଟ…