ଇନ୍ଫୋସିସର ନୂତନ ବିଜନେସ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର (ବିପିଏମ) ଶାଖା ଉଦଘାଟିତ ସୃଷ୍ଟି ହେବ ନୂତନ ନିଯୁକ୍ତି…
ଇନଫୋସିସ୍ ବିପିଏମ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଇନଫୋସିସର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ କମ୍ପାନୀ । ଏହି ଶାଖା କମ୍ପାନୀ ଆରମ୍ଭ କରି କଳା ଭିତ୍ତିଭୂମି ସ୍ଥିତି ସୁଦୃଢ କରିବ ଇନଫୋସିସ । ପ୍ରଥମ ପର୍ଯ୍ୟାୟରେ ୫ଶହ ଜଣଙ୍କୁ ନିଯୁକ୍ତି ଦିଆଯିବ ।!-->…
