ଅପରାଧ ତାଲିକାରୁ ହଟିବ ୩୪୦୦ଟି ଅପରାଧ
୨୦ ତାରିଖରୁ ଆରମ୍ଭ ହେଉଥିବା ସଂସଦର ମୌସୁମୀ ଅଧିବେଶନ ପାଇଁ କେନ୍ଦ୍ର ସରକାର ବ୍ୟାପକ ପ୍ରସ୍ତୁତ ଚଳାଇଛନ୍ତି । ଏହି ଅଧିବେଶନରେ କେତେକ ଗୁରୁତ୍ବପୂର୍ଣ୍ଣ ବିଲ୍ ଆଗତ ହେବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସର୍ଭିସ, ଡାଟା ପ୍ରୋଟେକ୍ସନ, ଜନ ବିଶ୍ବାସ, ଫରେଷ୍ଟ କଞ୍ଜରଭେସନ ଏବଂ ଅନ୍ୟାନ୍ୟ!-->…
