ମେଡିଏସନ୍ ସମ୍ମିଳନୀ ଉଦ୍ଘାଟନ କରିବେ ପ୍ରଧାନ ବିଚାରପତି
ଆସନ୍ତା ୨୭ତାରିଖରୁ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆରମ୍ଭ ହେବାକୁ ଥିବା ଦ୍ବିତୀୟ ଜାତୀୟ ମେଡିଏସନ୍ ସମ୍ମିଳନୀକୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ବି.ଆର୍ ଗଭାଇ ଉଦ୍ଘାଟନ କରିବେ। ଏହି ସମ୍ମିଳନୀରେ ସୁପ୍ରିମକୋର୍ଟ, ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତି ଓ ବିଚାରପତି,…
