Odia News Portal
Browsing Tag

swadhikar

ଫାଇଲ୍ ଗାଏବ: ଥାନାକୁ ଗଲା ବିଜେପି

ଶ୍ରୀମନ୍ଦିର ଫାଇଲ୍ ହଜିଯିବା ପ୍ରସଙ୍ଗରେ ଥାନାକୁ ଗଲା ବିଜେପି । କ୍ୟାପିଟାଲ ଥାନାରେ ୬ ଜଣିଆ ବିଜେପି ପ୍ରତିନିଧି ଦଳର ଅଭିଯୋଗ କରିଥିବା  ବୋଲି ଜଣାପଡିଛି । ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନେତୃତ୍ୱରେ ଥାନାକୁ ଯାଇଥିଲେ ବିଜେପି ଟିମ୍ । ଜାଣିଶୁଣି ଫାଇଲ୍ ହଜାଇ ଦିଆଯାଇଥିବା…

ମମିତା ପରିବାର ପାଇବେ ୧୦ ଲକ୍ଷ

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା । ମମିତାଙ୍କ ପରିବାର ପାଇବେ ୧୦ ଲକ୍ଷର ସହାୟତା ରାଶି । ସହାୟତା ଦେବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣର ନିଷ୍ପତ୍ତି ନିଆଯାଇଛି । ସହାୟତା ପାଇବାକୁ ମମିତାଙ୍କ ଭାଇ ଆବେଦନ କରିଥିଲେ ।

ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର ନାଏକ

ଝାରସୁଗୁଡା ଉପ-ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା । ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର। ବିଜେଡି କାର୍ଯ୍ୟାଳୟରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମହେନ୍ଦ୍ର। କଂଗ୍ରେସ ଛାଡି ବିଜେଡିରେ ମିଶିଲେ ୨୦୧୯ର କଂଗ୍ରେସ ବିଧାୟକ ପ୍ରାର୍ଥୀ…

ଆତଙ୍କବାଦୀ ଆକ୍ରମଣରେ ସହିଦ ହେଲେ ଦେବାଶିଷ ବିଶ୍ୱାଳ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଜମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ସହିଦ ହୋଇଥିବା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନିଜର ଟୁଇଟରରେ ସେ ଲେଖିଛନ୍ତି,ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର…

ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତ

ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୩ ବର୍ଷ ବୟସରେ ଦେହାନ୍ତ ହୋଇଛି । ତ୍ରିଲୋଚନ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର…

ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ମିଳିଲା ଜାମିନ୍ 

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ଜେଲ୍ ଯାଇଥିବା ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ମାମଲାରେ ‘ସତ୍ୟମେବ ଜୟତେ, ଧର୍ମର ଜୟ’ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ…

ଆକସ୍ମିକ ଅଗ୍ନିକାଣ୍ଡ ନା ଭୌତିକ ଅଗ୍ନିକାଣ୍ଡ

ତିନିଦିନ ହେଲା ରୋକଟ ଗାଁରେ ନିଆଁ । ପ୍ରତି ଦୁଇ ମିନଟରେ ଆକସ୍ମିକ ଭାବେ ଲାଗୁଛି ନିଆଁ । କେବଳ ଘରେ ନୁହେଁ ଗଛ ଆଉ ପାଳ ଗଦାରେ ବି ଲାଗୁଛି ନିଆଁ । କଞ୍ଚା ଗଛରେ ବି ଲାଗି ଯାଉଛି ନିଆଁ । ଲୋକେ ବାହାରକୁ ବି ଯାଉନାହାନ୍ତି । କୌଣସି ମୁହୁର୍ତ୍ତରେ ବି ସେମାନଙ୍କ ଘରେ ଲାଗିଯାଇପାରେ ନିଆଁ ।…

ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଗ୍ ବି’ଙ୍କ ନାତୁଣୀ ଆରାଧ୍ୟା ବଚ୍ଚନ

କୋର୍ଟର ଦ୍ୱାରସ୍ଥ ହେଲେ ଆରାଧ୍ୟା ବଚ୍ଚନ। ଅମିତାଭ ବଚ୍ଚନଙ୍କ ନାତୁଣୀ ତଥା ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ବଚ୍ଚନଙ୍କ ଝିଅ ଆରାଧ୍ୟା ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ତାଙ୍କ ସ୍ୱାସ୍ଥ୍ୟ ସମ୍ବଦ୍ଧିତ ମିଥ୍ୟା ଖବର ପ୍ରସାରିତ କରିଥିବାରୁ ଏକ ୟୁଟ୍ୟୁବ୍ ଟାବଲୋଏଡ ବିରୋଧରେ କୋର୍ଟ…

ଓଡ଼ିଶା ସ୍କିଲ କନକ୍ଲେଭ ୨୦୨୩ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସ୍କିଲ ଡେଭଲପମେଣ୍ଟ କନକ୍ଲେଭ ୨୦୨୩ । ଆଜିଠାରୁ ଆରମ୍ଭ ହୋଇ ୨୨ ତାରିଖ ଯାଏଁ ଚାଲିବ ଏହି କନକ୍ଲେଭ । ଏହି ସ୍କିଲ କନକ୍ଲେଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କନକ୍ଲେଭରେ ୭ଟି ସେସନ ରହିବ । ଏଥିରେ…

ରାଜ୍ୟରେ ଗ୍ରୀଷ୍ମପ୍ରବାହ: ଝାରସୁଗୁଡ଼ା ଉତ୍ତପ୍ତ ସହର

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରାରୁ ନିସ୍ତାର ମିଳୁନି । ଆଜି ଦିନ ୨ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ୪୨ ଦଶମିକ ୮ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଆଜି ଦିନ ୨ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା …