Odia News Portal
Browsing Tag

swadhikar

ମହିଳା ଉଦ୍ୟୋଗୀଙ୍କ ଦ୍ୱାରା ଗଧ ଦୁଗ୍ଧରୁ ଆଂଟି ଏଜିଙ୍ଗ ସାବୁନ୍ ପ୍ରସ୍ତୁତ,ସୋଆରେ ଦୁଇ ଦିନିଆ ଷ୍ଟାର୍ଟଅପ୍…

ତ୍ୱଚାରେ ବାର୍ଦ୍ଧକ୍ୟର ଚିହ୍ନକୁ ହ୍ରାସ କରାଇବା ସହ ଶରୀରରେ ଚମକ ଆଣିବା ଦିଗରେ ସହାୟକ ହୋଇପାରୁଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ୍ । ପ୍ରସାଧନ ନିମନ୍ତେ ପ୍ରସ୍ତୁତ ସାମଗ୍ରୀରେ ଯୋଡ଼ି ହୋଇଯାଇଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଠାରୁ ଆରମ୍ଭ…

କଟକ ଓ ଭୁବନେଶ୍ୱରରେ କୁଆପଥର ବର୍ଷା 

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ରାଜଧାନୀରେ ବର୍ଷା ସହ କୁଆପଥର ମାଡ ହୋଇଥିବା ବେଳେ କଟକରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି । ଏହାଛଡା ବିଭିନ୍ନ ଜିଲ୍ଲାରେ ନିର୍ଦ୍ଧୁମ ଛେଚୁଛି ବର୍ଷା । ଘଡଘଡି ସହ ବର୍ଷା ହେଉଥିବାରୁ ମନରେ ଭୟ ଦେଖାଦେଉଛି । …

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ନିମନ୍ତେ କିଛି ଦିନ ପୂର୍ବରୁ ରଥଯାତ୍ରା କମିଟିର କିଛି ସେବାୟତ ଉତ୍ତର ଘୁମୁସର ବନଖଣ୍ଡର କର୍ମଚାରୀ ମିଶି ବିଭିନ୍ନ ଜଙ୍ଗଲରେ ରଥକାଠ…

୬୫ ବର୍ଷୀୟା ବୃଦ୍ଧାଙ୍କୁ ଅଧା ଖାଇଗଲା ସୁନାବେଡ଼ା ଅଭୟାରଣ୍ୟର ମହାବଳ ବାଘ

ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ଘର ପଛପଟୁ ମହାବଳ ବାଘ ଘରୁ ଟାଣି ନେଇ ଖାଇ ଯାଇଥିବା ସୂଚନା ମିଳିଛି। ବୃଦ୍ଧାଙ୍କ ନାଁ ସାନମତି ବାରିକ(୬୫) ବୋଲି ଜଣା ପଡ଼ିଛି।ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଜଳମଡେଇ ଗାଁର ସାନମତି ଘର…

ନବ ଦାସ ହତ୍ୟା ପ୍ରସଙ୍ଗ:ପୁଲିସ-ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ…

ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ ୩ରୁ ଖାତାଦେଖା

ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜି ସରିଛି । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା। ଏଣେ ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ…

ସଂସଦର ଉଭୟ ସଦନରେ ବିରୋଧୀଙ୍କ ହଙ୍ଗାମା,ଦିନ ୨ଟା ପର୍ୟ୍ୟନ୍ତ ଲୋକସଭା ଓ ରାଜ୍ୟସଭା ମୁଲତବି

ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ଆଜି ଦ୍ୱିତୀୟ ସପ୍ତାହ । ହେଲେ ସଂସଦର ଉଭୟ ଗୃହରେ ଆଜି ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି । ବିରୋଧୀ ଦଳମାନେ ସଂସଦର ଉଭୟ ଗୃହରେ ହଙ୍ଗାମା କରିବା ପରେ ଉଭୟ ଗୃହର ସଭାପତି ଦିନ ୨ଟା ପର୍ଯ୍ୟନ୍ତ ଉଭୟ ଲୋକସଭା ଓ ରାଜ୍ୟସଭାକୁ ମୁଲତବି…

ଭାରତ ଆମର ପ୍ରକୃତ ବନ୍ଧୁ :- ଶେଖ ହସିନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି।ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ ଯୁଦ୍ଧ ହେତୁ…

Disney କରିବ ୪ ହଜାର କର୍ମଚାରୀଙ୍କ ଛଟେଇ: ଚିହ୍ନଟ କରିବା ପାଇଁ ମ୍ୟାନେଜରଙ୍କୁ ନିର୍ଦ୍ଦେଶ

ମନୋରଞ୍ଜନ କ୍ଷେତ୍ରରେ ଖୁବ ନାଁ କମାଇଥିବା ଡିସନି କର୍ମଚାରୀଙ୍କ ଉପରେ ନେଇଛି ଏକ ବଡ ପଦକ୍ଷପ । ନିଜର କର୍ମଚାରୀ କ୍ଷମତାରେ ହ୍ରାସ କରିବା ନେଇ ନିଷ୍ପତ୍ତି ନେଇଛି କମ୍ପାନୀ । ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ୪ ହଜାର କର୍ମଚାରୀଙ୍କୁ ଛଟେଇ କରିବା ପାଇଁ କମ୍ପାନୀର ଯୋଜନା ରହିଛି…

ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ

ଦ୍ୱିତୀୟ ଦିନିକିଆରେ ଏକତରଫା ଭାବରେ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ । ଭାରତ ଦେଇଥିବା ୧୧୮ ରନର ଚୋଟ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ପୂରଣ କରିଥିବା ବେଳେ ଏହି ମ୍ୟାଚକୁ ୧୦ ୱିକେଟରେ ଦଳ ଜିତି ନେଇଛି । ତେବେ ଅଷ୍ଟ୍ରେଲିଆର ଦୁଇ ଓପନର ଟ୍ରାଭିସ ହେଡ ଏବଂ ମିଚେଲ ମାର୍ଶଙ୍କ ଦମଦାର ଅର୍ଦ୍ଧଶତକ…