Odia News Portal
Browsing Tag

swadhikar

ଚାଇନା ବିମାନ କମ୍ପାନୀ ବିରୋଧରେ କଟକଣା ଜାରି କରିବାକୁ ଆମେରିକାର ଯୋଜନା…

ଆମେରିକାର ପରିବହନ ବିଭାଗ ଚାଇନାର ବିମାନ ଚଳାଚଳ କମ୍ପାନୀଙ୍କ ଦ୍ୱାରା ରୁଷିଆର ବାୟୁସେନାର ବନ୍ଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନର ତିନିଜଣ ଅଧିକାରୀ ନ୍ୟୁୟର୍କ ଟାଇମ୍ସକୁ ଏହି ସୂଚନା ଦେଇଛନ୍ତି। ଜାତୀୟ ସୁରକ୍ଷା ଦଳ…

ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମାଝଡ଼, ଭିଜିବ ଓଡ଼ିଶା

ଆଜି ଉପକୂଳ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ତଥ ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବିଶେଷକରି ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର,…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ…

ଆସନ୍ତାକାଲି ୨୦ ତାରିଖ ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ…

କେନ୍ଦୁପତ୍ର ୱେଲଫ୍ୟାର ବୋର୍ଡ ପକ୍ଷରୁ କେନ୍ଦୁପତ୍ର ସଂସ୍ଥାର ସମୀକ୍ଷା

କେନ୍ଦୁପତ୍ର ୱେଲଫ୍ୟାର ବୋର୍ଡ ପକ୍ଷରୁ ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନରେ କେନ୍ଦୁପତ୍ର ସଂସ୍ଥାର ବିଭିନ୍ନ ଯୋଜନାର ସମୀକ୍ଷା କରାଯାଇଛି। ବୋର୍ଡର ଉପଦେଷ୍ଟା ସଞ୍ଜିତ ମହାନ୍ତିଙ୍କ ଦ୍ବାରା ରେଢ଼ାଖୋଲ ଡିଏଫ୍ଓ ଙ୍କ କାର୍ଯ୍ଯାଳୟରେ ସରକାରଙ୍କ ଦ୍ଵାରା ଘୋଷିତ ଏବଂ କାର୍ଯ୍ୟକାରୀ ହେଉଥିବା…

ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ

ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ହୋଇଯାଇଛି। ଆଜି ଭୋର ସମୟରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ ଯକୃତ ରୋଗରେ ପୀଡ଼ିତ ଥିଲେ। ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ରବିବାର ଭୋର ସମୟରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ…

ସନ୍ଦେହଘେରରେ ଲୋକପ୍ରିୟ ଓଡ଼ିଆ ‘ଡିଜେ ଆଜେକ୍ସ’ଙ୍କ ମୃତ୍ୟୁ

ସନ୍ଦେହଘେରରେ ଲୋକପ୍ରିୟ ଓଡ଼ିଆ ଡ଼ିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କ ମୃତ୍ୟୁ । ଗତକାଲି ସନ୍ଧ୍ୟାରେ ଏହି ଲୋକପ୍ରିୟ ‘ଡିଜେ ଆଜେକ୍ସ’ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପରିବାର ଲୋକଙ୍କ ତରଫରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ…

ଆଜିଠୁ କମିବ ବର୍ଷା, ଉପକୂଳରେ କାଳବୈଶାଖୀ ସମ୍ଭାବନା

ଆଜିଠୁ ରାଜ୍ୟରେ ବର୍ଷା କମିବ। ଉପକୂଳ ତଥା ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେ‌ଳେ ପବନର ବେଗ ୪୦ରୁ ୫୦ କିମି ଯାଏ ରହିବ। ବିଶେଷକରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,…

ବଡଦାଣ୍ଡ ଲହୁଲୁହାଣ

ଶନିବାର ସକାଳେ ପୁରୀ ବଡଦାଣ୍ଡରେ ଲହୁଲୁହାଣ ପରିସ୍ଥିତି ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ଜଣ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ବାଦାଦନ୍ଦା ବଜାରର ଖଦିପଡା ମେଲାନାରେ ହୋଇଥିବା ଆକ୍ରମଣରେ ପ୍ରାୟ ତିନି ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

ୟୁପିରେ ବିଦ୍ୟୁତକର୍ମୀଙ୍କ ଧର୍ମଘଟ

ହାଇକୋର୍ଟ କଠୋର ହେବା ପରେ ଏବେ ୟୁପି ସରକାର ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ତେଣୁ ସରକାର ୬୫୦ ଚୁକ୍ତିଭିତ୍ତିକ ଶ୍ରମିକମାନଙ୍କ ସେବା ସମାପ୍ତ କରିଦେଇଛନ୍ତି । ଏହାସହ କର୍ମଚାରୀ ମାନଙ୍କୁ ଉପସ୍ଥାପନା ନକରିବାରୁ ୭ଟି ଏଜେନ୍ସି ବିରୋଧରେ ମାମଲା ରୁଜୁ ହୋଇଛି । ଅନ୍ୟପକ୍ଷରେ…

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ୱୀକାର କରିଛି ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)। ତେବେ ଏଠି ପାଇଁ ପିଲା ମାନଙ୍କୁ ଚିନ୍ତିତ ହେବା ଆବଶ୍ୟକ ନାହିଁ ବୋଲି ବୋର୍ଡ କହିଛି । ମୁଦ୍ରଣଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି ।…