ଡିଏଭି ପୋଖରୀପୁଟରେ ସହୋଦୟ ସ୍କୁଲ କପ୍ଲେକ୍ସ ବିଜ୍ଞାନ ମେଳା ଅନୁଷ୍ଠିତ
ସହୋଦୟ ସ୍କୁଲ କମ୍ପ୍ଲେକ୍ସ ବିଜ୍ଞାନ ମେଳା ଡିଏଭି ପୋଖରୀପୁଟରେ ଅନୁଷ୍ଠିତ ହୋଇଯାଇଛି । ଆଇଜର ବ୍ରହ୍ମପୁରର ଏକାଡେମିକ୍ ଡିନ୍ ପ୍ରଫେସର ପ୍ରସେନଜିତ୍ ମଣ୍ଡଲ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଉକ୍ତ ମେଳାକୁ ଉଦ୍ଘାଟନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳତା ଏବଂ ବିଜ୍ଞାନ ପ୍ରତି…
