ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ରାବାସରେ ଅଭାବନୀୟ ଘଟଣା , ବେକରେ ଗାମୁଛା ଲଗାଇ ଫ୍ୟାନରେ ଝୁଲି ପଡ଼ିଲେ ଛାତ୍ର
ସମ୍ବଲପୁରବିଶ୍ବବିଦ୍ୟାଳୟର ବ୍ରହ୍ମପୁତ୍ର ଛାତ୍ରାବାସରେ ଜଣେ ଛାତ୍ର ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ଛାତ୍ର ଜଣକ ହେଲେ ସ୍ନାତକୋତ୍ତର ଅର୍ଥନୀତି ବିଭାଗର ଦ୍ବିତୀୟ ବର୍ଷର ଛାତ୍ର ସୂରଜ କୁଜୁର(୨୨)। ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା କୁତ୍ରାରେ।…
