+୨ କଳା ଓ ବାଣିଜ୍ୟ ପରୀକ୍ଷା; ପ୍ରଥମ ଦିନରେ ମାତୃଭାଷା ଦେଉଛନ୍ତି ଛାତ୍ରଛାତ୍ରୀ
ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା । କଳାରେ ୨ଲକ୍ଷ ୧୯ହଜାର ୧୧୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ବାଣିଜ୍ୟରେ ୨୩ହଜାର ୧୪୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ସାରା ରାଜ୍ୟରେ ମୋଟ ୧୧୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଛି । ପରୀକ୍ଷା!-->…
