ଦୁଇ ବିଧାୟକ ସୌରଭ ଓ ଆତିଶିଙ୍କୁ ମନ୍ତ୍ରୀ କରିବା ପାଇଁ ସୁପାରିସ ଦେଲେ କେଜ୍ରିୱାଲ
ଦିଲ୍ଲୀର ଆମ ଆଦମୀ ପାର୍ଟି(ଆପ) ସରକାରଙ୍କୁ ଲାଗିଛି ଜୋରଦାର ଝଟ୍କା। ଦୁର୍ନୀତି ଜାଲରେ ଦଳର ଦୁଇ ହେବିୱେଟ ନେତା ଛନ୍ଦି ହେବା ପରେ ଚିନ୍ତା ବଢ଼ିଛି। ମୁଖ୍ୟତ ସମ୍ପୃକ୍ତ ୨ ନେତା ତଥା ଆପ୍ ସରକାରଙ୍କର ଦୁଇ କ୍ୟାବିନେଟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ମନୀଷ ସିସୋଦିଆ ଗିରଫ ହୋଇ ଜେଲ ଯିବା!-->…
