ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । କଟକରେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ନେତାଜୀଙ୍କ ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ନେତାଜୀ ସଂଗ୍ରହାଳୟରେ କଟକ ଜିଲ୍ଲା ପ୍ରଶାସନ ଓ…
