ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡ ମାମଲା : ଜେଲରେ ବନ୍ଦୀଥିବା ଅଭିଯୁକ୍ତ ପରସ୍ପରକୁ ଆକ୍ରମଣ;…
ଜେଲରେ ଗ୍ୟାଙ୍ଗୱାର । ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡରେ ଜେଲରେ ବନ୍ଦୀଥିବା ଅଭିଯୁକ୍ତ ପରସ୍ପରକୁ ଆକ୍ରମଣ କରିବାରୁ ଦୁଇ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁୁରୁତର ଆହତ ହୋଇଥିଲେ । ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତ୍ୟୁ ହୋଇଥିବା!-->…
