ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ଏତଲା
ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ ନିକଟରେ ଗତକାଲି ଅପରାହ୍ଣରେ ଏକ ବାଇକ୍କୁ ବସ୍ ଧକ୍କା ଦେବାରୁ ଘଟଣାସ୍ଥଳରେ ସୁକିନ୍ଦା ଥାନା ଅଧୀନ ବନ୍ଧଗାଁ ପଞ୍ଚାୟତ ନଟିସାହିର ଅଭିମନୁ ମହାନ୍ତ (୩୨) ଙ୍କ ମୃତ୍ୟୁ ଘଟିଥିଲା ଏବଂ ସୁକିନ୍ଦା ଥାନା ରଙ୍କିଆ ଗାଁର ଲକ୍ଷ୍ମୀଧର!-->…
