ବିବିସି କାର୍ଯ୍ୟାଳୟରେ ଆୟକର ଚଢାଉ, ତୀବ୍ର ପ୍ରତିକ୍ରିୟା ପ୍ରକାଶ କଲେ ରାଜନୈତିକଦଳ
ଆୟକର ବିଭାଗର, ବିବିସି କାର୍ଯ୍ୟାଳୟରେ ଚଢାଉ । ଗତକାଲି ଆୟକର ବିଭାଗର ଏକ ଟିମ୍ ଭାରତର ବିବିସି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସବିଶେଷ ତଥ୍ୟ ଅନୁଯାୟୀ, ବିବିସିର ଦିଲ୍ଲୀ ଏବଂ ମୁମ୍ବାଇ କାର୍ଯ୍ୟାଳୟରେ ସର୍ଭେ କାର୍ଯ୍ୟ ଚାଲିଥିଲା। ଚଢଉରେ ଆୟକର ବିଭାଗର ୧୫ଜଣ ଅଧିକାରୀ ସାମିଲ ହୋଇଥିଲେ।!-->…
