ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ
ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ଆଜି "ରେଡ ଓ୍ବାର୍ଣ୍ଣିଂ" ଜାରି କରାଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ!-->…
