Odia News Portal
Browsing Tag

swadhikar

ସମୁଦ୍ରରୁ ତସ୍କରଙ୍କ ଦ୍ୱାରା ଫିଙ୍ଗାଯାଇଥିବା ୧୭.୭୪ କେଜିର ସୁନା ଜବତ

ଶ୍ରୀଲଙ୍କାରୁ ଚୋରା ଚାଲାଣ ହେଉଥିବା ପ୍ରାୟ ୧୭ କିଲୋ ଓଜନର ସୁନାକୁ ଚୋରାଚାଲାଣକାରୀ (ତସ୍କର) ସମୁଦ୍ରରେ ପିଙ୍ଗି ଦେଇଛନ୍ତି। ମିଳିଥିବା ସୂଚନାନୁଯାୟୀ ଏକ ଯନ୍ତ୍ରଚାଳିତ ନୌକାରେ ଶ୍ରୀଲଙ୍କାରୁ ବିପୁଳ ପରିମାଣ ସୁନା ତାମିଲନାଡୁର ମଣ୍ଡାପମ୍କୁ ଆସୁଥିବା ନେଇ ରାଜସ୍ବ ଗୁଇନ୍ଦା ବିଭାଗକୁ ଖବର…

‘ପିଚ୍କୁ ଦୋଷ ନ ଦେଇ ବ୍ୟାଟିଂରେ ଧ୍ୟାନ ଦିଅ’ : ଅଷ୍ଟ୍ରେଲିଆ ଦଳକୁ ଚାପେଲଙ୍କ ପରାମର୍ଶ

ଚଳିତ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ଶୃଙ୍ଖଳାର ପ୍ରଥମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଇନିଂସ ୧୩୨ରନରେ ଭାରତ ନିକଟରୁ ପରାଜିତ ହୋଇଛି। ସ୍ପିନ ଉପଯୋଗୀ ପିଚରେ ବିଶ୍ବର ଏକ ନମ୍ବର ଦଳ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାନେ ଧରାଶାୟୀ ହୋଇଥିଲେ। ଭାରତରେ ଅତ୍ୟାଧିକ ସ୍ପିନ ଉପଯୋଗୀ ପିଚ୍…

ଚାଉଳ ବନ୍ଦ ହେବାକୁ ନେଇ ଆନ୍ଦୋଳନ କରିବ ବିଜେଡି

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମିଳୁଥିବା ଅତିରିକ୍ତ ୫ କେଜି ଚାଉଳ ବନ୍ଦ ହେବାକୁ ନେଇ ପ୍ରତିବାଦ କରିବ ବିଜେଡି । ୧୪,୧୫,୧୬ ତିନି ଧରି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ଶାସକ ଦଳ । ପ୍ରେସମିଟ୍ କରି ଶାସକ ବିଜେଡି ପକ୍ଷରୁ କୁହାଯାଇଛି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ…

ଲାଇସେନ୍ସ ନଥାଇ ଅନଲାଇନରେ ଔଷଧ ବିକ୍ରି କରୁଥିବା ଫାର୍ମାସିଙ୍କୁ ନୋଟିସ ଜାରି

ଲାଇସେନ୍ସ ନଥାଇ ଅନଲାଇନ୍‌ରେ ଔଷଧ ବିକ୍ରି କରୁଥିବା ୨୦ଟି ସଂସ୍ଥାକୁ ଭାରତୀୟ ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ନୋଟିସ୍ ଜାରି କରି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଯାଇଛି। ବିନା ଲାଇସେନ୍ସରେ ଅନଲାଇନ୍‌ ଔଷଧ ବିକ୍ରିକୁ ନିଷିଦ୍ଧ କରିବା ଲାଗି ୨୦୧୮ ଡିସେମ୍ବର ୧୨ରେ ଦିଲ୍ଲୀ…

କେନ୍ଦ୍ରକୁ କଂଗ୍ରେସର ଟାର୍ଗେଟ୍

ଅବସର ଗ୍ରହଣ କରିବାର ୬ ସପ୍ତାହ ମଧ୍ୟରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅବଦୁଲ୍ ନାଜିରଙ୍କୁ ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦେବା ନେଇ କଂଗ୍ରେସ ତୀବ୍ର ଆପତ୍ତି ଉଠାଇଛି। ଏଭଳି ନିଯୁକ୍ତି ବିରୋଧରେ ଦିବଂଗତ ବିଜେପି ନେତା ତଥା ପୂର୍ବତନ ଆଇନମନ୍ତ୍ରୀ ଅରୁଣ ଜେଟଲୀଙ୍କ ଏକ…

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧରଣୀଧର ମେଡିକାଲ କଲେଜର ହେବ ଲୋକାର୍ପଣ । ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି ଦିନ ୧୧ଟା ୧୫ରେ ଧରଣୀଧର ମେଡିକାଲ କଲେଜ ନିକଟ ହେଲିପ୍ୟାଡରେ ପହଞ୍ଚିବେ। ପୂର୍ବାହ୍‌ଣ ୧୧ଟା ୨୩ରେ ଧରଣୀଧର ମେଡିକାଲ କଲେଜ ଓ…

ପରକୀୟା ପ୍ରୀତିକୁ ନେଇ ଗୁଳିକାଣ୍ଡ

ପରକୀୟା ପ୍ରୀତିକୁ ନେଇ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି । ଏଥିରେ ତିନି ଜଣ ଗୁରୁତର ଆହତ ହୋଇ ପ୍ରଥମେ ଆଠଗଡ଼ ଏବଂ ପରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତରିତ କରା ଯାଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦା ଗ୍ରାମରେ ତିଗିରିଆ…

ମ୍ୟୁଚୁଆଲ୍ ଫଣ୍ଡ୍ ସଂସ୍ଥାର ଫୋରେନ୍ସିକ୍ ଅଡିଟ୍ କରିବ ସେବି

ନିବେଶକମାନଙ୍କ ସ୍ବାର୍ଥର ସୁରକ୍ଷା ଲାଗି ଭାରତୀୟ ପ୍ରତିଭୁତି ଓ ବିନିମୟ ବୋର୍ଡ (ସେବି) ପକ୍ଷରୁ ୪୪ଟି ମ୍ୟୁଚୁଆଲ୍ ଫଣ୍ଡ୍ ସଂସ୍ଥାର ଫୋରେନ୍ସିକ୍ ଅଡିଟ୍ କରାଯିବ। ଅତୀତରେ ଫ୍ରାଙ୍କଲିନ୍ ଟେମ୍ପଲଟନ୍ ଏବଂ ଆକ୍ସିସ୍ ମ୍ୟୁଚୁଆଲ୍ ଫଣ୍ଡ୍କୁ ନେଇ ଘଟିଥିବା ଘଟଣା ପରେ ଏହି ଶିଳ୍ପରେ…

ଆଜି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଆସନ୍ତା ୨୧ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ । ନବୀନଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ହେବ । ତା ପୂର୍ବରୁ ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏଥିରେ…

ଫେରିଲା ଗୋପାଳ, ଖାଲି ରିପୋର୍ଟ କୁ ଅପେକ୍ଷା

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ଗୁଜରାଟର ଗାନ୍ଧିନଗରଠାରେ ଶେଷ ହେବା ପରେ ରବିବାର ଝାରସୁଗୁଡ଼ା ପ୍ରତ୍ୟାବର୍ତ୍ତନ କରିଛି । ରବିବାର ସନ୍ଧ୍ୟାରେ ଗାନ୍ଧିନଗରରୁ ଛତିଶଗଡ଼ର ରାୟପୁରକୁ ବିମାନ ଯୋଗେ…