ଫିରିଙ୍ଗିଆରୁ ବିପୁଳ ପରିମାଣର ବିୟର ଜବତ
ଫିରିଙ୍ଗିଆ ପୁଲିସ ଏକ ଇଣ୍ଡିଗୋ କାର ସହ ବିପୁଳ ପରିମାଣର କିଙ୍ଗ୍ ଫିସର ବିୟର ଜବତ କରିଛି। ଏହା ସହ ଏଥିରେ ସପ୍ରୃକ୍ତ ଦୁଇ ଜଣ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ସୁଚନା ଅନୁସାରେ ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଅଞ୍ଚଳ ର ସ୍ବାଧିନ ସାହୁ ଓ ଚେମୁର ବେହେରା ଏକ ଇଣ୍ଡିଗୋ କାର ଯୋଗେ!-->!-->!-->…
