Odia News Portal
Browsing Tag

swadhikar

ଦରଦାମର ନିୟନ୍ତ୍ରଣ ପାଇଁ ୬.୫% କୁ ବୃଦ୍ଧି ହେଲା ସୁଧହାର

ଆହୁରି ବଢିଲା ରେପୋରେଟ । ଲଗାତାର ଷଷ୍ଠ ଥର ପାଇଁ ବଢିଲା ରେପୋରେଟ । ତେବେ ଏ ରେପୋରେଟ କଣ, କାହିଁକି ଏ ଲଗାତାର ବଢି ଚାଲିଛି ସାଧାରଣ ଜନତାଙ୍କ ମନରେ ଏ ପ୍ରଶ୍ନ ତ ନିହାତି ଉଙ୍କି ମାରୁଥିବ । ତେବେ ଏନେଇ ଆପାଣ ନିହାତି ଶୁଣିଥିବେ ଯେ ଆରବିଆଇ ତାର ରେପୋରେଟ ବଢାଇ ଦେଇଛି କି ଘଟାଇ ଦେଇଛି,…

ଶିମିଳିପାଳରେ ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ

ଶିମିଳିପାଳରେ ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ । ପିଠାବଟା ରେଞ୍ଜ୍ ର ଗୋପୀନାଥପୁର ବିଟ୍ ଅଧୀନ ଜଙ୍ଗଲରେ ପାଟ୍ରୋଲିଂ ବେଳେ ବନକର୍ମଚାରୀ ହାତୀ ମୃତଦେହ ଦେଖି ଉପର ଅଧିକାରୀଙ୍କୁ ଜଣାଇଥିଲେ । ଆଜି ସକାଳେ ପ୍ରାଣୀ ଚିକିତ୍ସକଙ୍କୁ ସାଙ୍ଗରେ ନେଇ ବନ ବିଭାଗ ଟିମ ଘଟଣାସ୍ଥଳକୁ ଯାଇଛନ୍ତି ।…

କଣ ଆପଣ ଜାଣିଛନ୍ତି କି ଆପଣଙ୍କ ଚହିତେଦାର ସେଲିବ୍ରିଟିଙ୍କ ଶିକ୍ଷାଗତ ଯୋଗ୍ୟତା?

ବଲିଉଡର କ୍ୟୁଟ କପଲ କୁହାଯାଉଥିବା କିଆରା ଅଡଭାନି ଓ ସିଦ୍ଧାର୍ଥ ମଲହୋତ୍ରା ଫାଇନାଲି ବିବାହ ବନ୍ଧନରେ ବାନ୍ଧି ହୋଇଯାଇଛନ୍ତି । ଦୁଇଜଣ ଅଗ୍ନିକୁ ସାକ୍ଷୀ ରଖି ୭ ଫେବୃୟାରୀ ରେ ରାଜସ୍ଥାନ ସ୍ଥିତ ଜୟସାଲମେରର ସୂର୍ଯ୍ୟଗଡ ପ୍ୟାଲେସଠାରେ ଦୁହେଁ ଦୁହିଁଙ୍କର ହୋଇସାରିଛନ୍ତି । ହେଲେ ଆପଣ…

କାହିଁକି ଚାହୁନି ଆମେରିକା ଚିନ୍ ସହ ବିବାଦ?

ଯୁକ୍ତରାଷ୍ଟ୍ର ଆମେରିକା ଚୀନ୍ ସହିତ ବିବାଦ କରିବା ପାଇଁ ଚାହେଁନି ବୋଲି ବୁଧବାର ଦିନ ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି।ଯୁକ୍ତରାଷ୍ଟ୍ର ଆମେରିକା ଆକାଶରେ ଉଡୁଥିବା ଚୀନା ‘ସ୍ପାଏ ବେଲୁନ୍’କୁ ଗତ ସପ୍ତାହରେ କ୍ଷେପଣାସ୍ତ୍ର ପ୍ରୟୋଗ କରି ନଷ୍ଟ କରିଦିଆଯିବା କାରଣରୁ ଉପୁଜି ଥିବା…

ତୁର୍କୀ-ସିରିଆରେ ଭୂମିକମ୍ପ ଜନିତ ମୃତ୍ୟୁ ସଂଖ୍ୟା ୮୭୦୦କୁ ବୃଦ୍ଧି

ତୁର୍କୀ ଏବଂ ସିରିଆରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ଏହି ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ଏହି ଦୁଇ ଦେଶରେ ଏଯାବତ୍ ୮୭୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି | ତୁର୍କୀର ବିପର୍ଯ୍ୟୟ…

ପିଣ୍ଟୁ ନନ୍ଦଙ୍କୁ ଲିଭର୍ ଡୋନେଟ୍ କରିବେ ଭଉଣୀ

ଦୁନିଆ ସାଥ ଛାଡ଼ି ଦେଲେ ବି ଯଦି ଆପଣଙ୍କ ସାଥୀରେ ଆପଣଙ୍କ ପରିବାର ଅଛି ତେବେ ଆପଣ ସବୁ ସମସ୍ୟାର ସାମ୍ନା କରିବ, ଏମିତି କିଛି ଦେଖିବାକୁ ମିଳୁଛି । କଥାଟି ହେଲା ଯେ ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଥିବା ଓଲିଉଡ ଚର୍ଚ୍ଚିତ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ନେଇ ସାମ୍ନାକୁ ଆସିଛି ବଡ଼…

ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି, ସଂଧ୍ୟା ୬ରୁ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଟେଷ୍ଟ ରିପୋର୍ଟକୁ ଅପେକ୍ଷା: ଜେପି ଦାସ

ଝାରସୁଗୁଡାରେ ତଦନ୍ତ ତଦାରଖ ପରେ ଜଷ୍‌ଟିସ ଜେପି ଗଣମାଧ୍ୟମ ଆଗରେ ନିଜ ମନ୍ତବ୍ୟ ରଖିଛନ୍ତି । ଗୋପାଳର ସାଇକୋ ଆନାଲିସିସ୍ ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ଟେଷ୍ଟ ରିପୋର୍ଟ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ । ଗୋପଳକୁ ପଚରାଉଚରା କଲେ କି ପ୍ରଶ୍ନରେ ଜଷ୍ଟିସ ଦାସ କହିଛନ୍‌ତି…

ନବ ଦାସ ହତ୍ୟା ମାମଲା,ତଦନ୍ତକୁ ସମୟ ଲାଗିବ:ଡିଜିପି ସୁନୀଲ ବଂଶଲ

ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅନୁଧ୍ୟାନ ପରେ ଡିଜିପି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ତଦନ୍ତକୁ ଆଉ ଟିକେ ସମୟ ଲାଗିବ ବୋଲି କହିଛନ୍ତି ଡିଜିପି ସୁନୀଲ ବଂଶଲ । ଗୋପାଳର ରିମାଣ୍‌ଡ ଅବଧି ବଢାଇବାକୁ କୋର୍ଟରେ ଆବେଦନ ହେବ । ତଦନ୍ତ କାଳରେ ସବୁ ଆଙ୍ଗଲକୁ ଆମେ ଦୃଷ୍ଟି…

ନବ ଦାସ ହତ୍ୟା ମାମଲା: ଗୋପାଳର ହେବ ନାର୍କୋ ଟେଷ୍ଟ

ପୁଣି ୫ ଦିନ ରିମାଣ୍ଡରେ ଯିବ ନବ ଦାସଙ୍କ ହତ୍ୟାକାରୀ ଗୋପାଳ । ତୃତୀୟ ଦଫାରେ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦିଆଯାଇଛି । ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ଦିଆଯାଇଛି । ଉଭୟ ଟେଷ୍ଟ ପାଇଁ ସହମତ ଥିବା କୋର୍ଟରେ କହିଲା ଗୋପାଳ । ୫ ଦିନ ରିମାଣ୍ଡ ଓ ଟେଷ୍ଟ ଅନୁମତି…