Odia News Portal
Browsing Tag

swadhikar

୯ରେ ହେବ କ୍ୟାଟ୍ରିନା ବିକିଙ୍କ ରୟାଲ ୱେଡିଂ

ଖୁବଶୀଘ୍ର କନିଆଁ ସାଜିବେ କ୍ର୍ୟାଟ୍ରିନା କୈଫ । ଆଉ ବର ପାଲଟିବେ ବିକ୍କି କୌଶଲ । ଦୁହେଁ ଖୁବଶୀଘ୍ର ହାତକୁ ଦି ହାତ ହେବାକୁ ଯାଉଛନ୍ତି । ଆସନ୍ତା ୯ ତାରିଖରେ ଏମାନଙ୍କ ହେବ ରୟାଲ ୱେଡିଂ । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଗତକାଲି ରାଜସ୍ଥାନର ସୱାଇ ମାଧୋପୁର ଜିଲ୍ଲା ପ୍ରଶାସନ…

କଣ ରହିଛି ବାତ୍ୟାର ସ୍ଥିତି

ବାତ୍ୟା ଜୱାଦକୁ ନେଇ ଏସଆରସି ପ୍ରଦୀପ ଜେନାଙ୍କ ପ୍ରେସମିଟ୍ । ଜୱାଦ ଓଡ଼ିଶା ଉପକୂଳକୁ ଛୁଇଁବା ବେଳକୁ ଏହା ତୀବ୍ର ଅବପାତରେ ପରିଣତ ହୋଇଥିବ । ଯେଉଁଥିପାଇଁ ପବନର ବେଗ କମ ରହିବା ସହ ବର୍ଷାର ପରିମାଣ ବଢିପାରେ ବୋଲି କହିଛନ୍ତି ଏସଆରସି । ଏହାସହ ଜୱାଦ ବାବଦରେ ସୂଚନା ଦେଇ ଏସଆରସି କହିଛନ୍ତି,…

ବିଧାନସଭାରେ ଘଣ୍ଟ ବଜାଇଲେ ତାରା

ତାରାଙ୍କ ବ୍ରାହ୍ମଣ ବେଶ। ବିଧାନସଭାକୁ ଆଜି ପାଟ ଧୋତି ସାଙ୍ଗକୁ ପାଟ ଗାମୁଛା ପିନ୍ଧି ବ୍ରାହ୍ମଣ ବେଶରେ ଏଣ୍ଟ୍ରି କରିଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ବେକରେ ରୁଦ୍ରାକ୍ଷମାଳ ଓ ହାତରେ କମଣ୍ଡଳୁ ଧରି ବିଧାନସଭାରେ ତାରା ଛିଞ୍ଚିଛନ୍ତି ଗଙ୍ଗାଜଳ। ଗଣତନ୍ତ୍ର ମନ୍ଦିର…

ଟିକା ନନେଲେ ହୋଟେଲ ଓ ମଲ୍କୁ ମନା

ଭାରତରେ ଓମିକ୍ରନ ମାମଲା ସାମ୍ନାକୁ ଆସିବା ପରେ ତାମିଲନାଡୁର ମଦୁରାଇ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି। ସଂକ୍ରମଣକୁ ରୋକିବା ପାଇଁ ଟିକାକରଣକୁ ପରୋକ୍ଷରେ ବାଧ୍ୟତାମୂଳକ କରାଯାଇଛି। ନିୟମ ଅନୁସାରେ, ଟିକା ନେଇ ନଥିବା ଲୋକଙ୍କୁ ମଲ, ଶପିଂ କମ୍ପ୍ଲେକ୍ସ, ହୋଟେଲ ଓ ଅନ୍ୟ ସର୍ବସାଧାରଣ ସ୍ଥାନରେ…

ଆରମ୍ଭ ହେଲା ପ୍ରି-ୱେଡିଂ ଫେଷ୍ଟିଭାଲ

ଏବେ ବଲିଉଡ ଇଣ୍ଡଷ୍ଟ୍ରିରେ ଫିଲ୍ମ ଷ୍ଟାରଙ୍କ ଠାରୁ ଆରମ୍ଭ କରିକି ସିରିଏଲ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ବିବାହ କରୁଛନ୍ତି । ସବୁ ବଡ ବଡ ସେଲିବ୍ରିଟି ଏବେ ହାତ କୁ ଦି ହାତ ହେଉଛନ୍ତି ।ରାଜକୁମାର ରାଓଙ୍କ ଠାରୁ ଆରମ୍ଭ କରି କ୍ୟାଟ୍ରିନା କୈଫ୍, ଭିକ୍କି କୌଶଲଙ୍କ ପରେ ଟେଲି ଦୁନିଆର ଶ୍ରଦ୍ଧା…

ପବନ କମିବ ବର୍ଷା ହେବ

ବାତ୍ୟା ଦୁର୍ବଳ ହେଉଥିଲେ ବି ଏହାର ପ୍ରଭାବରେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା , ଉତରଓଡିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ପବନର…

ଟ୍ୱିନ ସିଟି ପାଇଁ ସତର୍କ ଜାରୀ

ମାଡିଆସୁଛି ବାତ୍ୟା ଜୱାଦ । ଟ୍ୱିନସିଟି ପାଇଁ ସତର୍କତା ଜାରି କଲା ପାଣିପାଗ ବିଭିଗ । କଟକ-ଭୁବନେଶ୍ୱରରେ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ସହିତ ବତ୍ୟା ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ବେଳେ ବେଳେ ପବନର ଝଟକା ୬୦ କିମି ଛୁଇଁବ ବୋଲି ଆକଳନ…

ଦୁର୍ବଳ ହେଉଛି ବାତ୍ୟା

ବାତ୍ୟା ଦୁର୍ବଲ ହେଉଛି ବୋଲି କହିଛି ପାଣିପାଗ ବିଭାଗ । ଦିଗପରିବତ୍ତନ କରି ଦୁର୍ବଳ ହେଉଛି । ଏବେ ଉତ୍ତର ଦିଗରେ ଗତି କରୁଛି ବାତ୍ୟା । ୧୨ ଘଣ୍ଟା ପରେ ଉତ୍ତର ପୂର୍ବ ଦେଇ ଗତି କରିବ ବାତ୍ୟା ଜୱାଦ । ଏହାର ପ୍ରଭାବରେ ବର୍ଷା ଜାରୀ ରହିବ । ପୁରୀ ନିକଟରେ ହେବା ବେଳକୁ ଏହା ବାତ୍ୟା ରୂପରେ…

ବହି ପଢା ଅଭିଯାନ

ବହି ସବୁବେଳେ ମଣିଷର ଜ୍ଞାନର ପରିସୀମାକୁ ବଢ଼ାଇ ଥାଏ। କିନ୍ତୁ, ଆଜିର ଡିଜିଟାଲ୍ ଓ ମୋବାଇଲ୍ ସମୟରେ ଲୋକଙ୍କର ବହି ପଢ଼ିବାର ଅଭ୍ୟାସ କମିଯାଉଛି। ତେଣୁ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ବହି ପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ…

ମଝି ସମୁଦ୍ରରେ ଦିଗ ବଦଳାଇବ ବାତ୍ୟା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ…