ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ମାଘ କୃଷ୍ଣ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…
