Odia News Portal
Browsing Tag

swadhikar

ଓଡିଶା ଇଲେକ୍ରୋନିକ୍ସ ନିତୀକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତିକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଓଡ଼ିଶା ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ନୀତିକୁ ମିଳିଲା ମଞ୍ଜୁରୀ ମିଳିଛି। ପ୍ରଥମ ୧୦ଟି ନୂଆ ନିବେଶକୁ ମିଳିବ ଉତ୍ପାଦନ ଭିତ୍ତିକ ସହାୟତା। ସହାୟତା ବାବଦରେ ୫ ବର୍ଷ ଯାଏ ବାର୍ଷିକ କାରବାରର ୧%…

ଖାଉଟି ମୁଣ୍ଡରେ ଚଡକ

ପେଟ୍ରୋଲ ଭଳି ଟମାଟୋର କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଶୀତ ଦିନେ ଟମାଟୋ କେଜି ପିଛା ୨୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକା ଓ ତାମିଲନାଡୁରେ ବର୍ଷା ବିତ୍ପାତ୍ତ ଯୋଗୁ ଟମାଟୋ କେଜି ପିଛା ୧୦୦ ଟଙ୍କାରୁ…

ସ୍ୱପ୍ନରେ ସାପ ଦେଖିବା ଶୁଭ ନା ଅସୁଭ

ମଣିଷ ଶୋଇଲା ମାନେ ସ୍ବପ୍ନ ଦେଖେ। କିନ୍ତୁ ଉଠିବାବେଳକୁ ସ୍ବପ୍ନ ଆଉ ମନେନଥାଏ ଅଥବା ହାଲୁକା ମନେଥାଏ। କିନ୍ତୁ ବେଳେବେଳେ ଆମେ ସ୍ବପ୍ନରେ ଏମିତି କିଛି ଜିନିଷ ଦେଖିଥାଉ ଯାହା ପରେ ଡରିଯାଉ ଏବଂ ନିଦ ଭାଙ୍ଗିଯାଏ। ବେଳେବେଳେ ନିଦରୁ ଉଠିବା ପରେ ସ୍ବପ୍ନ ଆଖି ଆଗରେ ଝଲସୁଥାଏ। ମନକୁ ବାରମ୍ବାର…

ଡିଜେ ସାଉଣ୍ଡରେ ମରିଗଲେ ୬୦ କୁକୁଡା

ଡିଜେ ବାଜିବାରୁ ହୃଦଘାତରେ ମରିଗଲେ ୬୦ରୁ ଅଧିକ କୁକୁଡ଼ା। ଏନେଇ କୁକୁଡ଼ା ଚାଷୀ ରଞ୍ଜିତ ପରିଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ନୀଳଗିରି ଥାନା ଅନ୍ତର୍ଗତ କାଣ୍ଡଗରଡ଼ି ଗାଁରେ । ସୂଚନାଅନୁସାରେ, ଗତକାଲି କାଣ୍ଡଗରଡ଼ି ଗାଁର ଜଣଙ୍କର ଝିଅ ବାହାଘରକୁ…

ନିୟମିତ ହେବ ଠିକା ଡାଟାଏଣ୍ଟ୍ରି ଅପରେଟର

ରାଜ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର। ଠିକା ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ କାର୍ଯ୍ୟରତ ଅଛନ୍ତି ଡାଟାଏଣ୍ଟ୍ରି ଅପରେଟର। ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି…

ଅଣ୍ଡା ତରକାରୀ ପାଇଁ ମାଆକୁ ହତ୍ୟା

ଯେଉଁ ମା’ ଦଶମାସ ଗର୍ଭରେ ରଖି ଜନ୍ମ ଦେଇଥିଲା, ପଣତ କାନିରେ ନିଜ ମୁହଁ ପୋଛି ଦେଉଥିଲା। ସେହି ମାକୁ’ ହାଣି ହତ୍ୟା କଲା ପୁଅ। ଏପରି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ସଦରଥାନା ଅନ୍ତର୍ଗତ ଇବ୍ ଗାଁରେ। ମୃତ ମହିଳା ଜଣଙ୍କ ହେଲେ କୁମୋଦିନୀ ଭୋଇ। ତାଙ୍କୁ ୪୫ବର୍ଷ ହୋଇଥିଲା। ଅଭିଯୁକ୍ତ ପୁଅ…

ପରମବୀର ସିଂଙ୍କୁ ପଳାତକ ଘୋଷଣା

ବେଆଇନ ଅର୍ଥ ଆଦାୟ ମାମଲାରେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଏବେ ସ୍ଥାନୀୟ ଅଦାଲତ ପଳାତକ ଘୋଷଣା କରିଛନ୍ତି । ଅଦାଲତର ଆଦେଶ ପରେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି । ଅନ୍ୟପଟେ ସୋମବାରଦିନ ପରମବୀର ସିଂଙ୍କ ଓକିଲ ସୁପ୍ରିମ କୋର୍ଟରେ…

ଭକ୍ତ ଦେଖିବେ ଭଗବାନଙ୍କ ନୂଆ ରୂପ

ପ୍ରଗତି ପଥରେ ଆଗେଇ ଚାଲିଛି ଶ୍ରୀକ୍ଷେତ୍ରର ରୂପରେଖ। ଦେଖିବାକୁ ମିଳିଛି ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ହେରିଟେଜ୍ କରିଡର ର ଝଲକ। କିଭଳି ଭାବେ ଶ୍ରୀମନ୍ଦିର ଚୌହଦୀ ରୂପରେଖ ବଦଳାଯିବ, ତା’ର ଚିଠା ଡିଜାଇନ୍ ୨୦୧୯ରେ ପ୍ରସ୍ତୁତ କରାଯାଇଥିଲା। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ…

ପ୍ରିୟଙ୍କା ଚୋପ୍ରାଙ୍କୁ ଛାଡି ପାରନ୍ତି ନିକ୍

ନିକଟରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ସାଇଟରେ ନିଜ ର୍ନାଁରୁ ନିକ୍ ଜୋନ୍ସଙ୍କ ନାଁ ହଟାଇ ଦେବା ପରେ ମନୋରଂଜନ ଜଗତରେ ଏହା ବିଜୁଳି ଭଳି ବ୍ୟାପୀଯାଇଥିଲା । ତାଙ୍କର ପ୍ରତିଟି ପ୍ରଶଂସକ ଏହା ଜାଣିବାକୁ ଚାହୁଁଥିଲେ କି, ବିବାହର ୩ ବର୍ଷ ନପୁରୁଣୁ କ’ଣ ଦୁହିଁଙ୍କର ବିଚ୍ଛେଦ…

ବିଲେଇ ସହ ଖେଳୁିଥିବାର ନଜର ଆସିଲେ ବିରାଟ

ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୫ ନଭେମ୍ବରରେ ଟେଷ୍ଟ ସିରିଜ ଆରମ୍ଭ ହେବ । ଏହି ମ୍ୟାଚ୍ ପାଇଁ କାନପୁରରେ ଉଭୟ ଟିମର ଖେଳାଳୀ ପହଞ୍ଚିଛନ୍ତି । ତେବେ ପ୍ରଥମ ମ୍ୟାଚରେ ବିରାଟ କୋହଲି ବିଶ୍ରାମ ନେଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ ଦଳ ସହ ଯୋଗ ଦେବେ । ତେବେ ଦ୍ୱିତୀୟ ଟେଷ୍ଟରେ ଟିମ ସହ…