ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି!-->…
