ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ବର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା!-->…
