Odia News Portal
Browsing Tag

swadhikar

କାର୍ତ୍ତିକ ମାସ ତୃତୀୟ ସୋମବାରରେ ଖାଁ ଖାଁ ଧବଳେଶ୍ୱରଙ୍କ ପୀଠ

କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ…

ପରଲୋକରେ ଲୋକପ୍ରିୟ କାର୍ଟୁନିଷ୍ଟ କିଶୋର

ଭୁବନେଶ୍ୱର: ସୁପରିଚିତ ବ୍ୟଙ୍ଗ ଚିତ୍ରକାର କିଶୋର ରଥଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କର ବିୟୋଗ ନେଇ ପରିବାର ଲୋକେ ସୂଚନା ଦେଇଛନ୍ତି । ଦୀର୍ଘ ତିନି ଦଶନ୍ଧି ଧରି କିଶୋର କାର୍ଟୁନିଷ୍ଟ ଭାବେ କାର୍ଯ୍ୟରତ…

ଆଜି କଳାହାଣ୍ଡି ଜିଲ୍ଲାରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି । ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ୮୫୯ କୋଟି ଟଙ୍କାର…

ସିନ୍ଦୂର ସହ ଜଡିତ କିଛି ବିଶେଷ ଉପାୟ

ଭୁବନେଶ୍ୱର: ବାସ୍ତୁରେ ସିନ୍ଦୂରର ବିଶେଷ ମହତ୍ତ୍ୱ ରହିଛି। ପ୍ରତ୍ୟେକ ସଧବା ସ୍ତ୍ରୀର ମୁଖ୍ୟ ଶୃଙ୍ଗାର ହେଉଛି ସିନ୍ଦୂର। ଶାସ୍ତ୍ରରେ ମଧ୍ୟ ବର୍ଣ୍ଣନା କରାଯାଇଛି ସିନ୍ଦୂର ପିନ୍ଧିବା ଦ୍ୱାରା ସ୍ୱାମୀ ଦୀର୍ଘାୟୁ ହୋଇଥାଆନ୍ତି। ବିଭିନ୍ନ ପ୍ରକାର ରୋଗରୁ ଦୂରେଇ ରହିଥାଆନ୍ତି। ଜାଣନ୍ତୁ…

ଜମି ବିବାଦରୁ ବୋମା ମାଡ଼

ପୁରୀ: ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନାଥପୁର ଗାଁରେ ଆଜି  ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ଗାଁରେ ଏକ…

ବଲିଉଡ ପରେ ହଲିଉଡରେ ରାଜ କରିବେ ଆଲିଆ

ମୁମ୍ବାଇ: ବଲିଉଡର ଆଗଧାଡ଼ିର ନାୟିକା ଆଲିଆ ଭଟ୍ଟ ଖୁବଶୀଘ୍ର ହଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଦୀପିକା ଏବଂ ପ୍ରିୟଙ୍କାଙ୍କ ପରେ ସେ ହଲିଉଡରେ ଅଭିନୟ କରିବାକୁ ଯାଉଛନ୍ତି । କୁହାଯାଉଛି, ୨୦୨୨ରେ ଆଲିଆ ହଲିଉଡ୍ ପ୍ରୋଜେକ୍ଟରେ କାମ…

ମା’ ଭଦ୍ରକାଳୀଙ୍କ ସିଂହବାହିନୀ ବେଶ

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ଚତୁର୍ଥ ଦିନ। ତେଣୁ ଆଜି ମା’ ସିଂହବାହିନୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ସକାଳେ ପହଡ ଖୋଲିଵା ପରେ ମାଆଙ୍କର ନୀତିକାନ୍ତି ଆରମ୍ଭ ହୋଇଥିଲା।  ଏହି ବେଶ ଦର୍ଶନ କଲେ ମା’ଙ୍କର ଅପାର କରୁଣା ଲାଭ ହେବା ସହିତ ପାପ କ୍ଷୟ  ହୋଇଥାଏ।…

ପଞ୍ଜାବରେ କମିଲା ପେଟ୍ରୋଲ ଦର

ଚଣ୍ଡୀଗଡ଼: ୨୦୨୨ରେ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି | ଆଉ ଏହା ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ଉପରୁ ଭାଟ ହ୍ରାସ କରିଛନ୍ତି ଚନ୍ନି ସରକାର | ଆଜି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଆଜି କହିଛନ୍ତି ଯେ ପେଟ୍ରୋଲ ଲିଟର ପିଛା ୧୦ ଟଙ୍କା ଶସ୍ତା ହେବ, ଡିଜେଲ ଉପରେ ୫…

କାର୍ଯ୍ୟରେ ଅବହେଳା ଯୋଗୁଁ ରେଞ୍ଜର ନିଲମ୍ବିତ

କରଞ୍ଜିଆ : ରାଜ୍ୟରେ ଦୁର୍ନୀତି ବଢ଼ିଚାଲିଥିବା ବେଳେ ଏହା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ସରକାର । ଏହାରି ମଧ୍ୟରେ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଦୁଧିଆଳୀ ରେଞ୍ଜରଙ୍କୁ ନିଲମ୍ବିତ କରାଯାଇଛି । ଦୁଧିଆଳୀ ରେଞ୍ଜର ଅଧିକାରୀ ସରୋଜ ପଣ୍ଡା ନିଲମ୍ବିତ ହୋଇଛନ୍ତି । ହାତୀଜନିତ…

ଆଜି ଜାତୀୟ କ୍ୟାନସର ସଚେତନତା ଦିବସ

ଭୁବନେଶ୍ୱର: ଆଜି ନଭେମ୍ବର ୭। ଜାତୀୟ କ୍ୟାନସର ସଚେତନତା ଦିବସ । ବରଗଡଠାରେ କ୍ୟାନସର ରୋଗକୁ ରୋକ୍‌ ଲଗାଇବା ପାଇଁ ଚାଲିଛି ସଚେତନତା କାର୍ଯ୍ୟକ୍ରମ । ବରଗଡ ଜିଲ୍ଲାର ଖେଦାପାଲି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ନିକଟରେ ପୂର୍ଣ୍ଣାଙ୍ଗ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ୯୦ କୋଟି ଟଙ୍କାରୁ ଅଧିକ…