Odia News Portal
Browsing Tag

swadhikar

ଜାଣନ୍ତୁ ପଞ୍ଚାୟତ ନିର୍ବାଚନ ପାଇଁ ବସିଥିବା ସର୍ବଦଳୀୟ ବୈଠକରେ କଣ ହେଲା ଆଲୋଚନା

ଭୁବନେଶ୍ୱର: ଆଗାମୀ ପଂଚାୟତ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଡକାଯାଇଥିବା ସର୍ବଦଳୀୟ ବୈକରେ ୪ଟି ପ୍ରସ୍ତାବ ରଖାଯାଇଛି । ମଦମୁକ୍ତ ନିର୍ବାଚନ ପାଇଁ ଭୋଟ୍‌ର ୭ ଦିନ ପୂର୍ବରୁ ମଦ ବନ୍ଦ କରିବାକୁ ପ୍ରସ୍ତାବ ଦିଆଯାଇଛି । ଭୋଟର ତାଲିକା ତ୍ରୁଟିଶୂନ୍ୟ କରିବାକୁ…

ସମ୍ବିତ ପାତ୍ରଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତିକୁ ଅସମ୍ମାନର ପ୍ରତିବାଦ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ବିଜୁ ଜନତା ଦଳ ପକ୍ଷରୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଏହି ଅବସରରେ ବିଜେଡି ଯୁବ ଓ ଛାତ୍ର ବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ…

ପୁରୀ ଗସ୍ତରେ ୫ଟି ସଚିବ

ପୁରୀ: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଶନିବାର ସକାଳେ ୫ଟି ସଚିବ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ  ସହ ଆବୋଚନା କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ।  …

ଏମିତି ଜନ୍ମଦିନ ପାଳିଲେ ବିରାଟ, ଦେଖନ୍ତୁ ଭିଡିଓ

ଦୁବାଇ: ଭାରତୀୟ କ୍ରିକେଟ ଟିମର ଅଧିନାୟକ ବିରାଟ କୋହଲିଙ୍କ ଶୁକ୍ରବାର ଥିଲା ଜନ୍ମଦିନ । ୩୩ ବର୍ଷରେ ପାଦ ଥାପିଛନ୍ତି ବିରାଟ । ଟି-୨୦ ବିଶ୍ୱକପରେ ଗତକାଲି ସ୍କଟଲ୍ୟାଣ୍ଡ ବିପକ୍ଷରେ ଭାରତର ବିଶାଳ ବିଜୟ ପରେ ଜନ୍ମଦିନକୁ ବେଶ ଧୁମଧାମରେ ପାଳନ କରିଛନ୍ତି କୋହଲି । ସାଥି ଖେଳାଳୀଙ୍କ ମେଳରେ…

୯ରେ ନବୀନ-ଜଗନ ଭେଟଘାଟ

ଭୁବନେଶ୍ୱର: ହୋଇପାରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା । ଦୀର୍ଘଦିନ ଧରି ଲାଗି ରହିବା ବିବାଦର ଘଟିପାରେ ଅନ୍ତ । ରାଜ୍ୟର ପ୍ରମୁଖ ସୀମାବିବାଦ, ପୋଲାଭରମ ଜଳ ବିବାଦ ଓ ଅନ୍ୟାନ୍ୟ ପ୍ରସଙ୍ଗର ଆଶୁ ସମାଧାନ ଦିଗରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଆଲୋଚନା ହେବ। ଏନେଇ ଆସନ୍ତା…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ୨୪ ଘଣ୍ଟାରେ ଆଉ ୧୨,୫୦୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୩୩,୭୩,୭୪,୬୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର…

ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି: ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆଜି ବିଜେପି ପକ୍ଷରୁ ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ପାଳନ କରାଯାଉଛି।  ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବରେ ଗଜପତି ଜିଲ୍ଲାରେ ଦୋକାନ ବଜାର…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ କରୋନା ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା…

ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଓଡିଶା ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ସମ୍ମାନ ଜୟଦେବ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ନିର୍ମାତା-ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯାଉଥିବା ସମସ୍ତ ବ୍ୟକ୍ତି…