ପୁଣି ନାଦିବ ବର୍ଷା
ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । GFS ମୋଡେଲ!-->…
