ଦୀପାବଳିରେ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ବଡ଼ଦାଣ୍ଡରେ ବଡ଼ବଡ଼ୁଆ ମନା। ଦୀପାବଳି ଦିନ ଶ୍ରୀମନ୍ଦିର ସମ୍ମୁଖରେ କାଉଁରିଆ କାଠି ଜାଳିବା ମନା। ବନ୍ଦ ରହିବ ସାଧାରଣ ଦର୍ଶନ। ବୀରଗୋବିନ୍ଦପୁର ଦକ୍ଷିଣକାଳୀଙ୍କ ନିକଟରେ ଜାରି ହେବ ୧୪୪ଧାରା। ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଭବତାରଣ ସାହୁ। ଶ୍ରୀମନ୍ଦିର ସମ୍ମୁଖରେ ବଡ଼ବଡ଼ୁଆ!-->…
