Odia News Portal
Browsing Tag

swadhikar

ଭାରତ ବାୟୋଟେକର କୋଭାକ୍ସିନକୁ ସ୍ୱୀକୃତି ଦେଲା ଅଷ୍ଟ୍ରେଲିଆ

ସିଡନି: ଭାରତର ସ୍ୱଦେଶୀ କୋଭିଡ-୧୯ ପ୍ରତିଷେଧକ ଟିକା ଭାରତ ବାୟୋଟେକର କୋଭାକ୍ସିନକୁ ଅଷ୍ଟ୍ରେଲିଆ ସରକାର ସ୍ୱୀକୃତି ଦେଇଛନ୍ତି । ଏହାଦ୍ୱାରା ଭାରତର ଟିକାକରଣ କାର୍ଯ୍ୟକ୍ରମକୁ ବଡ ସଫଳତା ମିଳିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର…

ହସ୍ପିଟାଲରୁ ଫେରିଲେ ରଜନୀକାନ୍ତ

ଚେନ୍ନାଇ: ଆଜି ହସ୍ପିଟାଲରୁ ଡ଼ିସଚାର୍ଜ ହେଲେ ସୁପରଷ୍ଟାର ରଜନୀକାନ୍ତ । ରଜନୀକାନ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ଚେନ୍ନାଇର କାଭେରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ସୋସିଆଲ ମିଡିଆରେ ଘରେ ପହଞ୍ଚିବାର ଏକ ଫଟୋ ସେୟାର କରି ତାଙ୍କ ପ୍ରଶଂସକମାନଙ୍କୁ ଏହି ଖବର…

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗୁମର ଖୋଲିଲେ ସାଲୁଜା

ଭୁବନେଶ୍ବର: ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ରାୟପୁର ଗୁମର ଖୋଲିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସାଙ୍ଘାତିକ ଅଭିଯୋଗ ଆଣି କହିଛନ୍ତି,ଗତ ସେପ୍ଟେମ୍ବର ୨୦ ତାରିଖରେ ଗୋବିନ୍ଦ ସାହୁ ମମିତାଙ୍କୁ ରାୟପୁର ନେଇଥିଲେ। ସେଠାରେ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୫୦ରୁ ଅଧିକ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ରବିବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୩୧୬ ଜଣ ନୂଆ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୬ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ…

ଆଜି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର

ଭୁବନେଶ୍ୱର: ଧର୍ମ କର୍ମର ମାସ କାର୍ତ୍ତିକ । ଏହି ମାସରେ ଭକ୍ତମାନେ ଶିବ ମନ୍ଦିରକୁ ଯାଇ ମହାଦେବଙ୍କ ଦର୍ଶନ କରିଥାନ୍ତି । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା…

ପଶ୍ଚିମଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା। ଏଣିକି ପଶ୍ଚିମ ଦ୍ୱାର ପଟ ଦେଇ ପ୍ରବେଶ କରିବେ ପୁରୀବାସୀ। ଏଥିପାଇଁ ସେମାନଙ୍କ ପାଇଁ ମଧ୍ୟ ଟୀକାକରଣର ୨ଟି ଡୋଜ୍‌ ସାର୍ଟିପିକେଟ୍‌ ଓ ସ୍ଥାନୀୟ ବାସିନ୍ଦା ହେବାର ପ୍ରମାଣ ପତ୍ର ଦେଖାଇବାକୁ…

ଆଜି ୮ ଘଣ୍ଟିଆ ବରଗଡ଼ ବନ୍ଦ

ବରଗଡ଼: ଆଜି ୮ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା ଦେଇଛି ବିଜେପି । ବହଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ବନ୍ଦ ଡାକରା ଦିଆଯାଇଛି । ମନ୍ତ୍ରୀଙ୍କ ଇସ୍ତଫା ସହ ଘଟଣାର ତଦନ୍ତ ଠିକଭାବେ କରିବା ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେପି କର୍ମୀ । ଆଜି ସକାଳୁ ବିଜେପି ଜିଲ୍ଲା…

ଆଜିଠୁ ରାଜ୍ୟବ୍ୟାପି ବିକ୍ଷୋଭ କରିବ ବିଜେଡି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜିଠାରୁ ୭ ତାରିଖ ଯାଏଁ ଶାସକ ବିଜେଡିର ରାଜ୍ୟବ୍ୟାପୀ ବିକ୍ଷୋଭ ଚାଲିବ । ଆଜି ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରତିବାଦ ସଭା କରିବ ବିଜେଡି ମହିଳା ମୋର୍ଚ୍ଚା । ପେଟ୍ରୋଲ ପମ୍ପ ଆଗରେ ଧାରଣା ଦିଆଯିବା ସହ ବିକ୍ଷୋଭ କରାଯିବ । …

ଜାଣନ୍ତୁ ୨୦୧୧ ବିଶ୍ୱକପରେ ଭାରତର ଯାତ୍ରା କିପରି ଥିଲା, ଚାମ୍ପିୟନ ହେବା ପଛରେ ଏହା ହିଁ ଥିଲା ମୁଖ୍ୟ କାରଣ

ନୂଆଦିଲ୍ଲୀ: ସାରା ବିଶ୍ୱରେ ଚାଲିଛି କ୍ରିକେଟ ମାନିଆଁ । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତ ପ୍ରିୟ ହେଉଛି କ୍ରିକେଟ । ତେବେ ଭାରତ ବିଶ୍ୱ କ୍ରିକେଟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ଆଇସିସି ଦ୍ୱାରା ଆୟୋଜିତ ବଡ଼ ଟୁର୍ଣ୍ଣାମେଂଟ ଅଥବା ବିଶ୍ୱକପରେ ଭାରତ ଦୁଇଟି…