ଘରୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ମନ୍ତ୍ରୀ ପ୍ରତାପ ଜେନା
ଭୁବନେଶ୍ୱର: ଫୁଲବାଣୀରୁ ଏୟାରଲିଫ୍ଟ ହୋଇ ଆସିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ମନ୍ତ୍ରୀ ପ୍ରତାପ ଜେନା । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ରହିଛି । ଗତକାଲି ରାତିରୁ ପ୍ରତାପ ଜେନା ଅସୁସ୍ଥ ଥିବା ବେଳେ ଆଜି ଜ୍ୱର ବଢିଥିଲା। ଏପରିକି ନିଶ୍ୱାସପ୍ରଶ୍ୱାସ ନେବାରେ!-->…
